Odisha Link
Bridging the Missing Links in Odisha
Daily Archives

September 15, 2021

ସ୍ପୁଟନିକ୍ ଲାଇଟ୍ ଟ୍ରାଏଲକୁ ଭାରତର…

ନୂଆଦିଲ୍ଲୀ: କରୋନାକୁ ମାତ ଦେବାକୁ ଆସୁଛି ଋଷର ସ୍ପୁଟନିକ୍ ଲାଇଟ୍ ଭ୍ୟାକ୍ସିନ୍। ଯାହାର ଗୋଟିଏ ମାତ୍ର ଡୋଜ୍ ଶରୀରକୁ କରୋନା ଠାରୁ ସୁରକ୍ଷା ଦେବାକୁ ଯଥେଷ୍ଟ ବୋଲି କୁହାଯାଉଛି। ଏହାର ପରୀକ୍ଷଣ ପାଇଁ ଭାରତୀୟ ଡ୍ରଗ୍ସ କଣ୍ଟ୍ରୋଲ ଅନୁମତି ଦେଇସାରିଛନ୍ତି। ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(…

ଦୁଷ୍କର୍ମକାରୀଙ୍କୁ ଏନ୍‌କାଉଣ୍ଟର…

ହାଇଦ୍ରାବାଦ: ଖୋଜି ଖୋଜି ତାଙ୍କୁ ବାହାର କରିବୁ ଆଉ ଏନ୍‌କାଉଣ୍ଟର କରିବୁ। ହାଇଦ୍ରାବାଦ ଦୁଷ୍କର୍ମ ମାମଲାର ଅଭିଯୁକ୍ତଙ୍କୁ ‘ଏନ୍‌କାଉଣ୍ଟର୍‌’ କରି ହତ୍ୟା କରାଯିବ ବୋଲି ତେଲେଙ୍ଗାନା ଶ୍ରମମନ୍ତ୍ରୀ ମଲ୍ଲା ରେଡ୍ଡୀ କହିଛନ୍ତି। ହାଇଦ୍ରାବାଦର ସୈଦାବାଦରେ ‘୬ବର୍ଷୀୟ ବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା’…

DRDO ତଥ୍ୟ ଲିକ୍‌ ମାମଲାର ୪ ଅଭିଯୁକ୍ତକୁ…

ବାଲେଶ୍ବର: ଚାନ୍ଦିପୁର ITRରୁ ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ୪ଜଣଙ୍କ କୋର୍ଟ ଚାଲାଣ କରିଛି ପୁଲିସ। ଗିରଫ ଅଭିଯୁକ୍ତମାନେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ISIକୁ ତଥ୍ୟ ଦେଉଥିବା ଅଭିଯୋଗରେ ମଙ୍ଗଳବାର ସମସ୍ତଙ୍କୁ ଗିରଫ କରିଥିଲା ପୁଲିସ। ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ…

ରିମାଣ୍ଡରେ ଗଲେ ପୂର୍ବତନ ବିଧାୟକ ଏମ.ଭି…

ଭୁବନେଶ୍ୱର: ରିମାଣ୍ଡରେ ଗଲେ ପୂର୍ବତନ ବିଧାୟକ ଏମ.ଭି ପ୍ରସାଦ। ଠକେଇ ମାମଲାରେ ଗିରଫ ଆନ୍ଧ୍ରର ପୂର୍ବତନ ବିଧାୟକ ମଲ୍ଲ ବିଜୟ ପ୍ରସାଦ ଜାମିନ ଆବେଦନ ଖାରଜ ହୋଇଯାଇଛି। ସ୍ୱତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ଏଥିସହିତ କ୍ରାଇମ୍‌ବ୍ରାଞ୍ଚ୍‌କୁ ଏହି ମାମଲାରେ ୩…

ଏଣିକି ମହଙ୍ଗା ହେବ ଅନଲାଇନ୍ ଫୁଡ…

ନୂଆଦିଲ୍ଲୀ: ଏଣିକି ମହାଙ୍ଗା ହେବ ଅନଲାଇନ୍ ଫୁଡ ଡେଲିଭରି। ଜିଏସଟି କାଉନସିଲ କମିଟିର ବୈଠକରେ ଏନେଇ ଆଲୋଚନା ହେବ । ସ୍ୱିଗି ଓ ଜୋମାଟୋ ପରି ଫୁଡ ଡେଲିଭରି ଆପ୍ସ ଗୁଡିକୁ ୫ ପତିଶତ ଜିଏସଟି ଅନ୍ତର୍ଭୁକ୍ତ କରିବାକୁ କିମଟିର ଫିଟମେଣ୍ଟ ପ୍ୟାନେଲ ସୁପରିଶ କରିବା ପରେ ଏନେଇ ନିଷ୍ପତ୍ତି ନେବ ଜିଏସଟି କାଉନସିଲ…

ଆଜି ଇଞ୍ଜିନିୟର ଦିବସ

ଭୁବନେଶ୍ୱର: ଆଜି ଇଞ୍ଜିନିୟର ଦିବସ। ଭାରତରତ୍ନ ସାର୍‌ ମୋକ୍ଷଗୁଣ୍ଡମ୍‌ ବିଶ୍ୱେଶ୍ୱରାୟ ଜଣେ ସଫଳ ଇଞ୍ଜିନିୟର ତଥା ବିଦ୍ୱାନ। ୧୯୧୨ରୁ ୧୯୧୮ ପର୍ଯ୍ୟନ୍ତ ସେ ମୈସୁର ଦିୱାନ ଥିଲେ। ୧୯୫୫ରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ତାଙ୍କୁ ସମ୍ମାନିତ କରାଯାଇଥିଲା। ଜନମଙ୍ଗଳରେ ଅତୁଳନୀୟ ଅବଦାନ…

ହୀରାକୁଦର ୧୨ଟି ଗେଟ ଦେଇ ବନ୍ୟାଜଳ…

ହୀରାକୁଦ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳ ସ୍ତର ବଢୁଛି। ହୀରାକୁଦର ଜଳଭଣ୍ଡାର ସର୍ବୋଚ୍ଚ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳସ୍ତର ରହିଛି ୬୨୭ ଦଶମିକ ୮୩ ଫୁଟ। ଜଳ ଭଣ୍ଡାରରୁ ୬ଟି ଗେଟ ଦେଇ ୧ଲକ୍ଷ, ୨୭ ହଜାର, ୧୯୪ କ୍ୟୁସେକ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରର ଜଳ…

ଫୁଲୁଛି ୭ ନଦୀର ଜଳସ୍ତର

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଫୁଲୁଛି ବିଭିନ୍ନ ନଦୀର ଜଳସ୍ତର। ରାଜ୍ୟରେ ୭ଟି ନଦୀର ଜଳସ୍ତର ଏବେ ବଢିବାରେ ଲାଗିଛି। ଜଳସ୍ତର ବୃଦ୍ଧିକୁ ଦେଖି ମଙ୍ଗଳବାର ସନ୍ଧ୍ୟାରେ ହୀରାକୁଦ ଜଳ ଭଣ୍ଡାରର ୧୨ଟି ଗେଟ୍‌ ଖୋଲାଯାଇଛି। ଏହା ପ୍ରଭାବରେ ବହୁ ନଦୀ ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ବନ୍ୟା…

୧୭ରୁ ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସନ୍ତା୧୭ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ପଶ୍ଚିମ…

ପ୍ରକାଶ ପାଇଲା ଜେଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ: ପ୍ରକାଶ ପାଇଲା ଜେଇ ମେନ୍‌ ରେଜଲ୍ଟ୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ। ୪ଟି ପଯର୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ହୋଇଛି। ଜେଇ ମେନ୍‌ ଫଳାଫଳ ଜାଣିବା ପାଇଁ ପରୀକ୍ଷାର୍ଥୀ…