Odisha Link
Bridging the Missing Links in Odisha
Daily Archives

September 15, 2021

ରାଜ୍ୟରେ ଆଉ ୭୩ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ…

ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ମାମଲା: ୨…

କଟକ: ବିଧାନସଭା ସମ୍ମୁଖରେ ଦୁଷ୍ମନ୍ତ ଦାସଙ୍କ ଆତ୍ମହତ୍ୟା ଘଟଣାରେ ମଙ୍ଗଳାବାଗ ଥାନା ପୋଲିସ୍‌ ଦୁଇ ଜଣ ୱେବ୍‌ ପୋର୍ଟାଲ ସାମ୍ବାଦିକଙ୍କୁ ନୋଟିସ୍‌ ଜାରି କରିଛି। ଦୁଇ ଜଣ ୱେବ୍‌ ସାମ୍ବାଦିକ ହେଲେ ଅସିତ୍‌ ରାଉତ ଏବଂ ଦିପ୍ତୀମୟ। ଦୁଷ୍ମନ୍ତଙ୍କ ସହ ଉକ୍ତ ୨ ସାମ୍ବାଦିକ ସମ୍ପର୍କ ନେଇ ଖୋଳତାଡ କରିବ ପୁଲିସ।…

DRDO ତଥ୍ୟ ଲିକ୍‌ରେ ହନି ଟ୍ରାପ୍…

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ଘଟଣାରେ ହନି ଟ୍ରାପ୍ ଲିଙ୍କ୍‌ ଥିବା ଜଣାପଡିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା…

ଟ୍ରେନ୍ ଲାଇନ୍‌ଚ୍ୟୁତ: ଆଜି ଆଉ ୪…

ଅନୁଗୁଳ: ସୋମବାର ତାଳଚେରରୋଡ୍‌ ଠାରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ଗହମ ବୋଝେଇ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିଲା। ଲଗାଣ ବର୍ଷା ଯୋଗୁ ଭୋଗବେରଣୀ ନିକଟସ୍ଥ ଏକ ପୋଲ ଦବିଯିବାରୁ ଏହି ଦୁର୍ଘଟଣା ଘଟିଥିଲା। ମାଲବାହୀ ଟ୍ରେନ୍‌ଟି ଲାଇନଚ୍ୟୁତ ହେବା ଫଳରେ ଢେଙ୍କାନାଳ-ସମ୍ବଲପୁର ମଧ୍ୟରେ ଟ୍ରେନ୍‌…

ହୀରାକୁଦ ଡ୍ୟାମର ୬ ଗେଟ୍‌ ଦେଇ ଜଳ…

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍‌। ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ। ବାମପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୬୦ ହଜାର ୬୦୯…