Odisha Link
Bridging the Missing Links in Odisha
Daily Archives

September 16, 2021

ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଗୋଟିଏ ଲଘୁଚାପ । ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ବର ନିକଟରେ ରହିବ। ଏହା ବର୍ତମାନର ଲଘୁଚାପ ବଳୟ ଓ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗରେ ମିଶିବା ପରେ…

ହୀରାକୁଦରେ ଖୋଲିଲା ୨୪ଟି ଗେଟ

ସମ୍ବଲପୁର: ଉପରେ ମୁଣ୍ଡରେ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଆଜିକୁ ମୋଟ ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାର୍ଶ୍ୱର ୧୬ ଟି ଗେଟ ଖୋଲାଯାଇଥିବା ବେଳେ ଡାହାଣ ପାର୍ଶ୍ୱର ୮ଟି ଗେଟ ଖୋଲାଯାଇଛି ଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୪ ଲକ୍ଷ ୩୫…