Odisha Link
Bridging the Missing Links in Odisha

ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲା: DFOଙ୍କ ଲାଇ ଡିଟେକ୍ସନ୍ ଟେଷ୍ଟ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଆଉ ଏକ ବଡ଼ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମନାକୁ ଆସିଛି। ପାରଳାଖେମୁଣ୍ଡି ଡିଏଫଓଙ୍କ ଲାଇ ଡିଟେକ୍ସନ୍ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନସିନ୍ ଲ୍ୟାବ୍ରେ ଲାେଇ ଡିଟେକ୍ସନ୍ ଟେଷ୍ଟ କରାଯାଇଛି।

ପ୍ରାୟ ୩ ଘଣ୍ଟା ଧରି ଲାଇ ଡିଟେକ୍ସନ୍ ଟେଷ୍ଟ ଚାଲିଥିବା ଏହି ଟେଷ୍ଟରେ ଡିଏଫଓଙ୍କୁ ପ୍ରାୟ ୧୦୦ ପ୍ରଶ୍ନ ପଚରଯାଇଥିବା ସୂଚନା ମିଳିଛି। ତେବେ ଖାଲି ଡିଏଫଓ ନୁହଁନ୍ତି ବରଂ ତାଙ୍କ ସହ ରୋଷେୟା ମନ୍ମଥ କୁମ୍ଭଙ୍କର ବି ଲାଇ ଡିଟେକ୍ସନ୍ ଟେଷ୍ଟ କରାଯାଇଛି ବୋଲି ସୂଚନା ମିଳିଛି।

Leave A Reply

Your email address will not be published.