Odisha Link
Bridging the Missing Links in Odisha
Daily Archives

September 20, 2021

ପ୍ରମୋଦ ଓ ଦୂତୀଙ୍କ ନାଁରେ ନାମିତ ହେବ…

ଭୁବନେଶ୍ୱର: କିଟ୍‍ ଓ କିସ୍‍ ସର୍ବଦା କ୍ରୀଡ଼ା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରିଥାଏ। ୨୦୦୫ରୁ କିଟ୍‍ ଓ କିସ୍‍ ପକ୍ଷରୁ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦିଆଯାଇ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରାଯାଇଆସୁଛି। କ୍ରୀଡ଼ାର ଉନ୍ନତି ପାଇଁ କିଟ୍‍ ଓ କିସ୍‍ ବିଶ୍ୱବିଦ୍ୟାଳୟ ଭାରତ…

ବିଶ୍ୱବିଦ୍ୟାଳୟରେ ଆଖିବୁଜା ଗୁଳିମାଡ: ୮…

ଋଷ: ଋଷର ଏକ ବିଶ୍ୱବିଦ୍ୟାଳୟରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ।ଗୁଳି ବିନିମୟରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ମଧ୍ୟ ଆହତ ହୋଇଛନ୍ତି। ଋଷର ପର୍ମ ସ୍ଥିତ ପରମ ଷ୍ଟେଟ ୟୁନିଭରସିଟିରେ ଜଣେ ବ୍ୟକ୍ତି ଗୁଳିମାଡ କରିଛନ୍ତି। ତେବେ ଏଥିରୁ ରକ୍ଷା ପାଇବା ପାଇଁ ଛାତ୍ର ଓ ଶିକ୍ଷକମାନେ କୋଠରୀରେ ନିଜକୁ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ସରିଲା…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଆଜି ଯାଏଁ ମୃତ୍ୟୁ ଉପରୁ ରହସ୍ୟ ଉଠିପାରି ନଥିବା ବେଳେ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଶେଷ ହୋଇଛି। ପ୍ରାୟ ୪ ଘଣ୍ଟା ସମୟ ଧରି ଡିଟେକ୍ସନ ଟେଷ୍ଟ ଚାଲିଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ…

ମୃତ ଜ୍ୟୋତିପ୍ରକାଶଙ୍କ ପରିବାରକୁ ୪ଲକ୍ଷ…

ଭୁବନେଶ୍ୱର: ରାଜଧାନୀରେ ପାଣି ସୁଅରେ ଭାସିଯାଇ ପ୍ରାଣ ହରାଇଥିବା ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି। ରିଲିଫ୍ କୋଡ୍ ଅନୁସାରେ ଜ୍ୟୋତିପ୍ରକାଶଙ୍କ ପରିବାରବର୍ଗକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ବୋଲି ସୂଚନା ଦେଇଛନ୍ତି ଏକ୍ରାମ…

CHSE ସାମ୍ନାରେ ହାତ କାଟିଲେ ଛାତ୍ରୀ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ହାତ କାଟିଲେ ଛାତ୍ରୀ। ଉଚିତ୍ ମୂଲ୍ୟାୟନ ଦାବିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ହାତ କାଟିଦେଇଛନ୍ତି ଛାତ୍ରୀ। ଯୁକ୍ତ ୨ ଏକ୍ସ ରେଗୁଲାର୍ ଡ୍ରପଆଉଟ୍ ଛାତ୍ରୀ ହାତ କାଟିଥିବା ନେଇ ଜଣାପଡିଛି। ଉଚିତ୍ ମୂଲ୍ୟାୟନ ଦାବି…

ଟିକସ ଫାଙ୍କିବା ଅଭିଯୋଗ ଉପରେ ସୋନୁ ସୁଦ…

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଉପରେ ଆୟକର ବିଭାଗ ୨୦ କୋଟିର ଟ୍ୟାକ୍ସ ଚୋରି କରିଥିବା ଅଭିଯୋଗ ଲଗାଇଛି। ଏଭଳି ଅଭିଯୋଗ ପରେ ସୋନୁ ସୁଦ ଆଜି ତାଙ୍କର ପ୍ରଥମ ପୋଷ୍ଟ କରିଛନ୍ତି। ସୋନୁ କହିଛନ୍ତି, “ଆପଣଙ୍କୁ ସବୁବେଳେ ଆପଣଙ୍କ ଅଂଶର ସତ୍ୟ କହିବା ଆବଶ୍ୟକ ପଡେନାହିଁ। ସମୟ ସବୁକିଛି କହିଥାଏ।”…

ଉଦ୍ଧାର ଛାତ୍ରଙ୍କ ମୃତଦେହ ଚିହ୍ନଟ କଲେ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପାଣି ସୁଅରେ ଭାସି ଯାଇଥିବା ଦଶମ ଶ୍ରେଣୀର ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର ହେବା ପରେ ଛାତ୍ରଙ୍କ ମୃତଦେହ ଚିହ୍ନଟ କରିଛନ୍ତି ନିକଟ ସମ୍ପର୍କୀୟ। ସେ ‌ଜ୍ୟୋତିପ୍ରକାଶ ବେହେରା ଓରଫ୍ ରାଜା ବୋଲି ତାଙ୍କର ମାଉସୀ ଏମ୍ସରେ ଚିହ୍ନଟ କରିଥିବା ଜଣାଯାଇଛି।…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ…

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜୀତ ସିଂ। କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ ଇସ୍ତଫା ପରେ କଂଗ୍ରେସ ରବିବାର ନୂଆ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲା। ଚରଣଜୀତ ସିଂହ ଚନ୍ନୀ ଦିନ ୧୧ଟା ୧୫ରେ ପଦ ଓ ଗୋପନୀୟତାର ସହ ଶପଥ ଗ୍ରହଣ କରିଛନ୍ତି। ଚରଣଜୀତଙ୍କ ସହ ୨ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ…

ବାପା-ମା’ଙ୍କ ବିରୋଧରେ ମାମଲା ରୁଜୁ କଲେ…

ମୁମ୍ବାଇ: ଅଭିନେତା ଥଲାପତି ବିଜୟ ତାଙ୍କ ଫିଲ୍ମ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ଏକ ଭିନ୍ନ କାରଣ ପାଇଁ ଚର୍ଚ୍ଚାରେ ଅଛନ୍ତି। ଅଭିନେତା ନିଜ ବାପା-ମା’ଙ୍କ ବିରୋଧରେ ମାଡ୍ରାସ ହାଇକୋର୍ଟରେ ଅଭିଯୋଗ କରିଥିବା ଜଣାପଡିଛି। ସୂଚନା ମୁତାବକ, ବିଜୟ ତାଙ୍କ ବାପା-ମା’ଙ୍କ ସହ ମୋଟ…

ପଞ୍ଜାବରେ ଦୁଇ ଜଣଙ୍କୁ ଉପ-ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼: ଆଜି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚରଣଜିତ୍ ସିଂହ ଚନ୍ନି। ଦିନ ୧୧ଟା ବେଳେ ସେ ଏକ ନିରାଡ଼ମ୍ବର ଉତ୍ସବରେ ସେ ଶପଥ ଗ୍ରହଣ କରିବେ। ତେବେ ତା’ପୂର୍ବରୁ ଦୁଇ ଜଣଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରାଯାଇପାରେ ବୋଲି ଜଣାପଡ଼ିଛି। ଏହି ଦୁଇ ଜଣ ହେଉଛନ୍ତି- ସୁଖଜିନ୍ଦର ସିଂହ ରାନ୍ଧୱା ଓ…