Odisha Link
Bridging the Missing Links in Odisha

୧୨ ଘଣ୍ଟା ଭିତରେ ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର: ୧୨ ଘଣ୍ଟା ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ୨୬ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆଶଙ୍କା ରହିଛି। ଲଘୁଚାପ ୱେଲମାର୍କରେ ପରିଣତ ହୋଇଥିବା ବେଳେ ବାତ୍ୟା ନେଇ ଆଶଙ୍କା କରାଯାଉଛି।

ପୁରୀ ଓ ଗୋପାଳପୁର ମଧ୍ୟରେ ବାତ୍ୟା ଅତିକ୍ରମ କରିପାରେ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ପବନ ହୋଇପାରେ। ପବନର ବେଗ ୬୫ରୁ ଶହେ କିଲୋମିଟର ପର୍ଯ୍ୟନ୍ତ ହେବା ଆଶଙ୍କା ରହିଛି।

Leave A Reply

Your email address will not be published.