Odisha Link
Bridging the Missing Links in Odisha
Daily Archives

December 7, 2021

SUMUMରେ ହୃଦ୍ ସମସ୍ୟା ଥିବା ଶିଶୁର ସଫଳ…

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ୫ ମାସର ଶିଶୁ ପୁତ୍ରର ହୃଦରୋଗ ବିଶେଷଜ୍ଞ ସଫଳ ଅସ୍ତ୍ରୋପଚାର କରିଛନ୍ତି। ପେଡିଆଟ୍ରିକ୍ କାର୍ଡିଆକ୍ କ୍ୟାଥେଟର୍ ଇଂଟରଭେନ୍ସନ୍ ଦ୍ୱାରା ଶିଶୁଟି ସୁସ୍ଥ ହୋଇପାରିଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା ଶିଶୁଟିକୁ…

ଉଚ୍ଚଶିକ୍ଷାର ନଗ୍ନରୂପ: ୬୨% ଶିକ୍ଷକ ପଦ…

ଭୁୁବନେଶ୍ବର: ରାଜ୍ୟରେ ବିଶ୍ବବିଦ୍ୟାଳୟଗୁଡ଼ିକରେ ଥିବା ଶିକ୍ଷାନୁଷ୍ଠାନରେ ୬୨ରୁ ଅଧିକ ପଦ ଖାଲିପଡ଼ିଛି। ଉଚ୍ଚଶିକ୍ଷା ବିଭାଗ ତଥ୍ୟ ଅନୁସାରେ ରାଜ୍ୟ ସରକାରଙ୍କ ଅଧୀନସ୍ଥ ୧୧ ବିଶ୍ବବିଦ୍ୟାଳୟରେ ୬୨.୧୧% ଶିକ୍ଷକ ପଦରେ କେହି ନିଯୁକ୍ତ ହୋଇନାହାନ୍ତି। ଏମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ଓ ସହକାରୀ ପ୍ରାଧ୍ୟାପକ…

ଆଉ ନାହାନ୍ତି ପଦ୍ମଶ୍ରୀ ନନ୍ଦ ସାର: ଶୋକ…

ଭୁବନେଶ୍ବର: ପରଲୋକରେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି। ମଙ୍ଗଳବାର ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ବୟସ ହୋଇଥିଲା। ଅସୁସ୍ଥ ହେବା ପରେ ଗତ ଗତ ୩୦ ତାରିଖରେ ପ୍ରଥମେ…

ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍

ଭୁବନେଶ୍ୱର: ଜଣାଶୁଣା ଶିକ୍ଷକ, ଶତାୟୁ ପୁରୁଷ ପଦ୍ମଶ୍ରୀ ନନ୍ଦ ସାର୍‌ ଇହଲୀଳା ସମ୍ବରଣ କରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ଚିକିତ୍ସାଳୟରେ ଆଜି ଅପରାହ୍ଣରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ଥିବାରୁ ଗତ ସପ୍ତାହରେ ତାଙ୍କୁ ଯାଜପୁର ଡୁବୁରୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ…

ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଆଇନ…

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ନାତେକାତ୍ତର ଆଇନ୍ ବିଭାଗ ଓ ଦ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କମ୍ପାନୀ ସେକ୍ରଟାରୀ ଅଫ୍ ଇଣ୍ଡିଆ, ଭୁବନେଶ୍ୱର ଶାଖାର ମିଳିତ ଆନୁକୂଲ୍ୟରେ ଏକ ସେମିନାର ଅୟୋଜିତ ହୋଇଯାଇଛି। ଏହି ସେମିନାରେର ଅତିଥି ଭାବେ ଦ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କମ୍ପାନୀ ସେକ୍ରେଟାରୀ ଅଫ୍ ଇଣ୍ଡିଆ,…