Odisha Link
Bridging the Missing Links in Odisha
Daily Archives

December 8, 2021

କାହିଁକି ହେଲା CDS ବିପିନ୍‌ ରାଓ୍ବତଙ୍କ…

ଭୁବନେଶ୍ବର: ଦେଶର ପ୍ରଥମ ପ୍ରତିରକ୍ଷା କର୍ମଚାରୀ ବିପିନ୍‌ ରାଓ୍ବତଙ୍କ ଦେହାନ୍ତ। ତାମିଲନାଡୁରେ ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ବିପିନ୍‌ ରାଓ୍ବତଙ୍କ ସମେତ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି। ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ…

ପ୍ରଶାସନର ନୂଆ କାର୍ଯ୍ୟକ୍ରମ ‘ଶିଶୁ…

ସୁନ୍ଦରଗଡ଼: ଶିଶୁ ଓ କିଶୋର ହେଉଛନ୍ତି ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ଜୀବନ ଓ ସ୍ୱପ୍ନକୁ ସୁରକ୍ଷିତ କରିବା ପାଇଁ ଆମ ସମାଜକୁ ପିଲାଙ୍କ ଉପଯୋଗୀ କରିବାକୁ ହେବ। ଶିଶୁମାନଙ୍କର ଅଧିକାରକୁ ସୁନିଶ୍ଚିତ କରିବା ସହ ସେମାନଙ୍କୁ ଜୀବନରେ ପୂର୍ଣ୍ଣ ବିକଶିତ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ହେବ।…

କୃଷକଙ୍କ ଆୟବୃଦ୍ଧି ଦିଗରେ ଗୁରୁତ୍ୱ…

ଭୁବନେଶ୍ୱର: କୃଷି କ୍ଷେତ୍ରରେ ଅଗ୍ରଗତି ଏବଂ କୃଷକଙ୍କ ରୋଜଗାରକୁ ବର୍ଦ୍ଧିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ତ୍ରିସୁତ୍ରୀ କାର୍ଯ୍ୟକ୍ରମ ହାତକୁ ନେଇଥିବା କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବୁଧବାର ସୂଚନା ଦେଇଛନ୍ତି। ବର୍ତମାନ ରାଜ୍ୟର ୯୦ ପ୍ରତିଶତ…

ଶିଶୁଙ୍କ କଥା ଶୁଣିଲେ ବିଧାୟକ

ଭୁବନେଶ୍ୱର: ଓଡ଼ିଶାର ବିଧାୟକମାନେ ଆଜି ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଏକାଠି ହୋଇ ଶିଶୁମାନଙ୍କ ସହ ଆଲୋଚନା କରିଥିଲେ। ଏହି ଆଲୋଚନାକ୍ରମରେ ଶିଶୁମାନଙ୍କ ଜୀବନଧାରଣର ମାନରେ କିପରି ଗୁଣାତ୍ମକ ପରିବର୍ତନ ଆସିପାରିବ ସେ ନେଇ ମତପ୍ରକାଶ କରିଥିଲେ। ଏହି ଅବସରରେ…

ସୋଆ ମୁନ୍‌ ୨୦୨୧ ଉଦ୍‌ଯାପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ସୋଆ ମଡେଲ ୟୁନାଇଟେଡ୍ ନେସନସ୍ (ସୋଆ ମୁନ୍‌ ୨୦୨୧) ଉଦ୍‌ଯାପିତ ହୋଇଯାଇଛି। ଗତ ଡିସେମ୍ବର ୪ ତାରିଖ ଏହି କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିବା ବେଳେ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆ ଛାତ୍ରମଙ୍ଗଳ ଡିନ୍…

ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ଗ୍ୟାସ୍‌ ସିଲିଣ୍ଡରରୁ ବାହାରୁଛି ପାଣି

ବାଲେଶ୍ବର: କ୍ରମାଗତ ଭାବେ ଗ୍ୟାସ ଦର ବଢ଼ିବାରେ ଲାଗିଛି। ପାଖାପାଖୀ ୧୦୦୦ ଟଙ୍କା ହେଲାଣି ଗ୍ୟାସ୍‌ ଦର। ଅହେତୁକ ଦରବୃଦ୍ଧି ଯୋଗୁଁ ସାଧାରଣ ଲୋକେ ଗ୍ୟାସ୍‌ କିଣିି ରୋଷଇ କରିବା କଷ୍ଟକର ହୋଇ ପଡ଼ିଛି। ଗ୍ୟାସଦର ଉଚ୍ଚା ଥିବାବେଳେ ଖାଉଟିି ହନ୍ତସନ୍ତ ହୋଇ କିଣୁଛି ସିଲିଣ୍ଡର। ହେଲେ ଗ୍ୟାସ୍‌ ପରିବର୍ତ୍ତେ…

ଦିନକରେ ୨୫୫ ପଜିଟିିଭ ଚିହ୍ନଟ

ଭୁବନେଶ୍ବର: ସାରା ଦେଶରେ ଏବେ ଓମିକ୍ରନ୍‌ ଚିନ୍ତା। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟ୍ୟା ୧୦,୫୦,୭୬୦ରେ ପହଁଞ୍ଚିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ ଜଣ…

ଆଜି ଚାଲିବ ତ ବିଧାନସଭା

ଭୁବନେଶ୍ବର: ବିଧାନସଭାର ଶୀତ କାଳୀନ ଅଧିବେଶନର ଆଜି ହେଉଛି ୭ମ ଦିନ। ହେଲେ ଗତ ୬ ଦିନ ହେଲା ଗୃହ ଅଚଳ। ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ତାତି। ବିରୋଧୀଙ୍କ ହଟ୍ଟଗୋଳ ଲାଗି ୬ ଦିନ ହବେ ଗୃହ ଚାଲିପାରୁନାହିଁ। ଏସବୁ ମଧ୍ୟରେ ଆଜି ଚାଲିବ ତ ବିଧାନସଭା। ସେ ନେଇ ବିଚାରବିମର୍ଶ ଜାରି ରହିଛି। ଆଉ…

ପିଶାଚ ସ୍ବାମୀ

ସୁନ୍ଦରଗଡ଼: ସାତ ଜନ୍ମର ସାଥୀକୁ ନୃଶଂସ ଭାବେ ହତ୍ୟା କଲା ପିଶାଚ ସ୍ବାମୀ। ସ୍ତ୍ରୀକୁ କରାଢ଼ୀରେ ହାଣିଲା ସ୍ବାମୀ। ପାରିବାରରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ସୂଚନା। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ଼ ଥାନା ଅନ୍ତର୍ଗତ ସୁବଳୟା ପଞ୍ଚାୟତ ନବରଙ୍ଗପୁର ଗ୍ରାମରେ। ସୂଚନାନୁଯାୟୀ, ସୁନ୍ଦରଗଡ଼…