Odisha Link
Bridging the Missing Links in Odisha

ଚାଲିଗଲା ଆଉ ୭ ଜୀବନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୭ ଜଣଙ୍କର ଜୀବନ ନେଇଛି ମହାମରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋାନା ଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୬,୧୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮,୧୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦,୯୯,୪୨୩ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.