Odisha Link
Bridging the Missing Links in Odisha
Daily Archives

August 13, 2022

ଓଡ଼ିଶା ହାଇକୋର୍ଟ: ଶପଥ ନେଲେ ୨ ନୂଆ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୨ ନୂଆ ବିଚାରପତି। ଆଜି ନୂଆ ବିଚାରପତି ଜଷ୍ଟିସ ଗୌରୀ ଶଙ୍କର ଶତପଥୀ ଓ ଜଷ୍ଟିସ ଚିତ୍ତ ରଞ୍ଜନ ଦାସ ଶପଥ ନେଇଛନ୍ତି। ମୁଖ୍ୟ ବିଚାରପତି ଦୁଇ ନୂଆ ବିଚରପତିଙ୍କ ଶପଥ ପାଠ କରାଇଛନ୍ତି। ତେବେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିବା…

ଫୁଲୁଛି ମହାନଦୀ, ଖୋଲିଲା ହୀରାକୁଦ…

ଓଏଲ୍‌ ବ୍ୟୁରୋ: ଧିରେ ଧିରେ ଫୁଲୁଛି ମହାନଦୀ। ଏହାକୁ ନଜରରେ ରଖି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍। ୩ଟି ପର୍ଯ୍ୟାୟରେ ଆଜି ଖୋଲିଛି ୧୦ଟି ଗେଟ୍। ଜଳଭଣ୍ଡାରକୁ ୪ ଲକ୍ଷ ୬୬ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ସମାନ ପରିମାଣର ଜଳ ନିଷ୍କାସିତ ହେଉଛି। ହୀରାକୁଦର ଜଳସ୍ତର ରହିଛି ୬୧୭…

ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୨…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷା ବିତ୍ପାତ। ଗୋଟିଏ ଲଘୁଚାପ ଯାଉ ଯାଉ ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ୨୪ ଘଣ୍ଟାରେ ଅବପାତର ରୂପ ନେବ। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉପକୂଳ ଓଡ଼ିଶାର ୭ ଜିଲ୍ଲାକୁ ରେଡ…