Odisha Link
Bridging the Missing Links in Odisha

ନଭେମ୍ବର ୨୪ରୁ ବିଧାନସଭା ଶୀତ ଅଧିବେଶନ

ଓଏଲ୍‌ ବ୍ୟୁରୋ: ଚଳିତ ମାସ ୨୪ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଏନେଇ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ଷୋଡ଼ଶ ବିଧାନସଭାର ୧୧ ତମ ଅଧିବେଶନ ନଭେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତଥର ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି।

Leave A Reply

Your email address will not be published.