Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଡେପୁଟି କଲେକ୍ଟର

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ

ଓଏଲ୍‌ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ। ଜଗତସିଂହପୁର ଜିଲ୍ଲା ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ। ଡେପୁଟି କଲେକ୍ଟର ଚିତ୍ତରଞ୍ଜନଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଥିବା ଖବର ସାମ୍ନାକୁ ଆସିଛି। ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ଅଫିସ, ଘର ଓ ସମ୍ପର୍କୀୟଙ୍କ ଘରେ ଚାଲିଛି ଚଢ଼ାଉ। ଭୁବନେଶ୍ୱର, ବାଲେଶ୍ୱର, ସୋନପୁର ଓ ଜଗତସିଂହପୁରରେ ଚାଲିଛି ଚଢ଼ାଉ।