Odisha Link
Bridging the Missing Links in Odisha
Daily Archives

December 30, 2022

ଦୁର୍ଘଟଣାରେ ଜଳିଗଲା କ୍ରିକେଟର ପନ୍ତଙ୍କ…

ଓଏଲ୍‌ ବ୍ୟୁରୋ: ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଋଷଭ ପନ୍ତଙ୍କ କାର ଦୁର୍ଘଟଣାଗ୍ରସ୍ତ। ସେ ଗୁରୁତର ଭାବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ମୁଣ୍ଡ, ପିଠି, ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଛି। ଏବେ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ତାଙ୍କ ଆହତ ସମସ୍ୟା ଗୁରୁତର ଥିବାରୁ ତାଙ୍କର…

ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଏଲ୍ ବ୍ୟୁରୋ : ଏକ ଦୁଃଖଦ ଖବର ଶୁଣିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା'ଙ୍କ ଦେହାନ୍ତ ହୋଇଯାଇଛି। ୧୦୦ ବର୍ଷ ବୟସରେ ଆଖି ବୁଜିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା' ହୀରାବେନ୍। ନିଜେ ପ୍ରଧାନମନ୍ତ୍ରୀ ଏହି ସୂଚନା ଦେଇଥିବା ଜଣା ପଡ଼ିଛି। ପ୍ରଧାନମନ୍ତ୍ରୀଙ୍କ ମା'…