Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ

ନିଜ କାର୍ଯ୍ୟାଳୟରେ ୬୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିବା ଜଣା ପଡିଛି

ଓଏଲ୍‌ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପର କର୍ମଚାରୀ। ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କାବୁ କରିଛି। ଭିଜିଲାନ୍ସ ପଞ୍ଝାରେ ପଡିଥିବା ବାବୁ ଜଣକ ହେଉଛନ୍ତି ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ।

ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ନିଜ କାର୍ଯ୍ୟାଳୟରେ ୬୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିବା ଜଣା ପଡିଛି। ଜଳ ବିଭାଜିକା ପ୍ରକଳ୍ପର ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦରଙ୍କ ଅଫିସ୍ ଓ ସରକାରୀ ବାସଭବନରେ ଚଢ଼ାଉ ଜାରି କରିଛି ଭିଜିଲାନ୍ସ।

Leave A Reply

Your email address will not be published.