Odisha Link
Bridging the Missing Links in Odisha

ଓଡ଼ିଶା ଆସିବେ ମହାମହିମ

ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଏଲ୍ ବ୍ୟୁରୋ : ମହାମହିମ ଆସିବେ ଓଡ଼ିଶା। ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ୧୦ତାରିଖରେ ଓଡ଼ିଶା ଆସିବା ସହ ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱବିଦ୍ୟାଳୟକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ ବୋଲି ସୂଚନା ଦେଇଛନ୍ତି ରମାଦେବୀ ବିଶ୍ୱବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀ।

Leave A Reply

Your email address will not be published.