Odisha Link
Bridging the Missing Links in Odisha

ବିଜେଡି ନେତା ରବି ନନ୍ଦ ଅସୁସ୍ଥ

ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିବାବେଳେ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ଓଏଲ୍‌ ବ୍ୟୁରୋ : ବରିଷ୍ଠ ବିଜେଡି ନେତା ରବି ନନ୍ଦ ଅସୁସ୍ଥ ଥିବା ଜଣା ପଡ଼ିଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଖରାପ ଅନୁଭବ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିବାବେଳେ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.