Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଅଜୟ ସେନାପତି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ ବାବୁ ହେଲେ ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ ସେନାପତି।

ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘର ବାଲେଶ୍ୱର ଏବଂ ପୁରୀ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରିଥିବା ଜଣା ପଡିଛି। ଅଜୟ ସେନାପତି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ କ୍ରମେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Leave A Reply

Your email address will not be published.