Odisha Link
Bridging the Missing Links in Odisha
Monthly Archives

February 2023

ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ସୁଶାନ୍ତ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଇଛନ୍ତି ବରିଷ୍ଠ ସାମ୍ବାଦିକ ସୁଶାନ୍ତ ମହାନ୍ତି। ସୋମବାର ରାଜଭବନରେ ଅନୁଷ୍ଠିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲୋ ସୂଚନାଥାଉକି, ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତିଙ୍କୁ…

ମୁକେଶ ଅମ୍ବାନୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନରେ ମୁମ୍ବାଇରେ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ…

ତାତିରୁ ନାହିଁ ନାସ୍ତି, ମାର୍ଚ୍ଚ…

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ପହିଲାରୁ ହିଁ ତାତିରୁ ନାହିଁ ନାସ୍ତି। କାରଣ ଆଜିଠୁ ରାଜ୍ୟରେ ୫ ଦିନ ଯାଏଁ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଦିନର…

ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ, ହକି…

ଓଏଲ୍‌ ବ୍ୟୁରୋ: ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ଓଡ଼ିଶା ନିବେଶକ ସମ୍ମିଳନୀ ଓ ସ୍ପୋର୍ଟସ ଷ୍ଟାର୍ ଏସେସ୍ ପୁରସ୍କାର ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା…

ବିଶ୍ବ ପୁସ୍ତକମେଳାରେ ପେନ୍‌ ଇନ୍‌ ବୁକ୍ସ…

ନୂଆଦିଲ୍ଲୀ: ବିଶ୍ବ ପାଠକଙ୍କ ପାଖରେ ଓଡ଼ିଆ ସାହିତ୍ୟ ପହଞ୍ଚିବାରେ ଏବେ ବି ଅନ୍ୟ ଭାରତୀୟ ଭାଷା ତୁଳନାରେ ପଛରେ ପଡ଼ିଛି। ପ୍ରକାଶକୀୟ ଦକ୍ଷତା ସାଙ୍ଗକୁ ବ୍ୟାପକ ପୁଞ୍ଜିନିବେଶ ଓ ପ୍ରବୀଣ ଅନୁବାଦକ ଗୋଷ୍ଠୀଙ୍କ ସହାୟତାରେ ଆମ ସାହିତ୍ୟକୁ ଓଡ଼ିଶା ବାହାରେ ପ୍ରସାରିତ କରିହେବ ବୋଲି ମତବ୍ୟକ୍ତ କରିଛନ୍ତି ବରିଷ୍ଠ…

ଟ୍ରାଇଥଲନ୍‌ ପ୍ରତିଯୋଗିତା ବେଳେ ଚାଲିଗଲା…

ଓଏଲ୍‌ ବ୍ୟୁରୋ: ପୁରୀରେ ହେଉଥିବା ଟ୍ରାଇଥଲନ୍‌ ପ୍ରତିଯୋଗିତା ବେଳେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ମୃତ୍ୟୁ ହୋଇଯାଇଛି। ମୃତ ବ୍ୟକ୍ତିଙ୍କ ଘର ରାଜସ୍ଥାନ ଯୋଧପୁରର ହୋଇଥିବାବେଳେ ରାମଚଣ୍ଡୀ ଠାରେ ଅନୁଷ୍ଠିତ ହେଉଥିବା ଟ୍ରାଇଥଲନ୍‌…

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଘଟଣା;…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ପୁଲିସକୁ ବଡ ସଫଳତା ମିଳିଛି। ଆଇଟିଆରରୁ ତଥ୍ୟ ଲିକ୍‌ ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗତକାଲି ଗିରଫ କରିଥିଲା ପୁଲିସ। ଅଭିଯୁକ୍ତକୁ ପୁଲିସ ଗିରଫ କରିବା ପରେ ୫ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯାଇଥିଲା। ତେବେ ଅଭିଯୁକ୍ତକୁ ୪ ଦିନିଆ ରିମାଣ୍ଡରେ ନେବା ପାଇଁ ମଂଜୁର…

ଖୋଖୋ ଖେଳାଳିଙ୍କ ମୃତ୍ୟୁ ପରେ…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ରାଜ୍ୟରେ ନିଜର ଖେଳ ପ୍ରତିଭା ଦେଖାଇ ବହୁ ପୁରସ୍କାରର ଅଧିକାରିଣୀ ହୋଇଥିବା ଜାତୀୟ କନିଷ୍ଠ ମହିଳା ଖୋଖୋ ଖେଳାଳି ମନିକାଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଥିଲା। ଖୋଖୋ ଖେଳାଳି ମନିକାଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରେମିକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମନିକା ନାଏକଙ୍କ…

ମାର୍ଚ୍ଚ ୫ ତାରିଖରେ ଲୋକାର୍ପିତ ହେବ…

ଓଏଲ୍‌ ବ୍ୟୁରୋ: ବହୁ ପ୍ରତିକ୍ଷାର ଅନ୍ତ ଘଟି ନୂଆ ରୂପ ନେଉଛି ବିଜୁ ବାବୁଙ୍କ ଡାକୋଟା। କୋଲକାତାରୁ ଭୁବନେଶ୍ୱର ଆସିଥିବା ଡାକୋଟା ବିମାନକୁ ଭୁବନେଶ୍ୱର ବିମାନ ବନ୍ଦର ସମ୍ମୁଖରେ ରଖାଯାଇଛି। ଡାକୋଟାର ବେଲି ପାର୍ଟ ବା ମୁଖ୍ୟ ଯନ୍ତ୍ରାଂଶ, ଦୁଇଟି ଚକ ସହ ଡାକୋଟାର ଏହି ଅଂଶକୁ ପ୍ରଥମ ପର୍ଯ୍ୟାୟରେ…

ବଢୁଛି ତାତି ; ମାର୍ଚ୍ଚ ପହିଲାରୁ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ମାସ ଶେଷ ନହଉଣୁ ଅସହ୍ୟ ହେଲାଣି ତାତି। ଗରମରେ କଲବଲ ହେଲେଣି ଓଡ଼ିଶାର ବିଭିନ୍ନ ଅଞ୍ଚଳବାସୀ। ଏବେଠୁ କଲବଲ କଲାଣି ଖରା। ଉପକୂଳରେ ପ୍ରବଳ ତାତି ସହ ବହୁଛି ଝାଞ୍ଜି ପବନ। ରାଜ୍ୟରେ ଗତ ନଭେମ୍ବରରୁ ବର୍ଷା ହୋଇନଥିବାରୁ ମାଟି ଶୁଷ୍କ ରହିଛି। ବାୟୁ ଚଳାଚଳ ମଧ୍ୟ ସଠିକ ଭାବରେ…