Odisha Link
Bridging the Missing Links in Odisha
Monthly Archives

February 2023

ସଡ଼କ ଦୁର୍ଘଟଣାରେ ମା’ଛେଉଣ୍ଡ…

ଓଏଲ୍‌ ବ୍ୟୁରୋ: ଯାଜପୁର ଜିଲ୍ଲା ବିଞ୍ଛାରପୁର ଥାନା ଅନ୍ତର୍ଗତ ମଇନ୍ଦା ପେଟ୍ରୋଲ ପମ୍ପ ଛକ ନିକଟରେ ଘଟିଥିବା ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏକ ଡମ୍ପର ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ମା ଏବଂ ଝିଅ ସ୍କୁଟିରେ ଯାଉଥିବାବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ସୂଚନା ଅନୁସାରେ,…

ସରକାରୀ ସ୍କୁଲ ପିଲାଙ୍କୁ ମିଳିବ ନୋଟ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ପ୍ରସ୍ତୁତ ବଜେଟରେ ଶିକ୍ଷା ବ୍ୟବସ୍ଥା ପାଇଁ ହୋଇଥିବା ବ୍ୟୟବରାଦକୁ ନେଇ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ବଜେଟରେ ଶିକ୍ଷାବିଭାଗ ପାଇଁ ଅଟକଳ ହୋଇଥିବା ବ୍ୟୟକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଗଣଶିକ୍ଷା…

ମାଗଣା ସିଭିଲ୍ ସର୍ଭିସ କୋଚିଂ ପାଇଁ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସିଭିଲ୍ ସର୍ଭିସ ପରୀକ୍ଷା ଆଶାୟୀ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ସୁବିଧା ଅଣାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ନେବା ପାଇଁ ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତିକୁ ଜାରି…

ହାଇଦ୍ରାବାଦ ସ୍ଥାନାନ୍ତର ହେଲେ ପିଣ୍ଟୁ…

ଓଏଲ୍‌ ବ୍ୟୁରୋ: ଓଲିଉଡ଼ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଭାବେ ଅସୁସ୍ଥ ହୋଇଥିବା ଜଣା ପଡ଼ିଛି। ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ ରାଜଧାନୀ ଦିଲ୍ଲୀରେ ଚିକିତ୍ସିତ ହେଉଥିବାବେଳେ ସ୍ୱାସ୍ଥ୍ୟବସ୍ଥା ଠିକ ନହେବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର…

ନକ୍ସଲଙ୍କ ଗୁଳିରେ ୩ ସୁରକ୍ଷାକର୍ମୀ ସହିଦ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ ସୁକମାରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନକ୍ସଲଙ୍କ ଗୁଳିରେ ୩ ସୁରକ୍ଷାକର୍ମୀ ସହିଦ ହୋଇଥିବା ଜଣା ପଡିଛି। ଘଟଣା ସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ଖବର ଅନୁସାରେ, ସୁକମାରେ ସର୍ଚ୍ଚ ଅପରେସନ୍ ଜାରିରହିଥିଲା। ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ସହ…

ପୁଲିସ୍‌ କର୍ମଚାରୀଙ୍କୁ ଗୋରୁ ମାଫିଆଙ୍କ…

ଓଏଲ୍‌ ବ୍ୟୁରୋ: ଆଠଗଡ଼ରେ ଘଟିଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ପୁଲିସ କର୍ମଚାରୀ। ତିଗିରିଆ ଗୋପିନାଥପୁର ଶାସନ ଛକରେ ପୁଲିସ ପାଟ୍ରୋଲିଂ କରୁଥିବାବେଳେ ଗୋରୁ ମାଫିଆ ଆକ୍ରମଣ କରିଥିଲେ। ଗୋରୁ ମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଆଇଆଇସିଙ୍କ ସମେତ…

ମାଡ଼ିଗଲା ବରଗାଡ଼ି ; ଜଣେ ମୃତ ଏବଂ ୩ଜଣ…

ଓଏଲ୍‌ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକର ବାଘଝରଣ ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବରଯାତ୍ରୀ ବାହାରୁଥିବା ସମୟରେ ବର ଗାଡ଼ି ଚଢ଼ିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବଡ଼ ଆଡମ୍ବରର ସହିତ…

ଯାଜପୁର: ଭୋରୁ ଭୟଙ୍କର ଦୁର୍ଘଟଣା,…

ଓଏଲ୍‌ ବ୍ୟୁରୋ: ଭୋରୁ ଆସିଛି ଭୟଙ୍କର ଦୁର୍ଘଟଣାର ଲୋମା ଟାଙ୍କୁରା ଖବର। ଭୋର ସମୟରେ ଯାଜପୁର ଚଣ୍ଡିଖୋଲ ନେଉଳପୁରରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଯାହାଫଳରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଭୋର ସମୟରେ ନେଉଳପୁରସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କ ନିକଟ ଏନ୍‌ଏଚ୍-୧୬ରେ…

ରାଜ୍ୟ ବଜେଟ୍ : କ୍ରୀଡ଼ା ଓ ଯୁବସେବା…

ଓଏଲ୍‌ ବ୍ୟୁରୋ : ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି। ଯେଉଁଥିରେ ଚଳିତ ବର୍ଷ ଆର୍ଥିକ ବଜେଟରେ…

ରାଜ୍ୟ ବଜେଟ୍ : ବିଦ୍ୟାଳୟ ଓ ଗଣଶିକ୍ଷା…

ଓଏଲ୍‌ ବ୍ୟୁରୋ : ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହେଉଛି। ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି। ଯେଉଁଥିରେ ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ…