Odisha Link
Bridging the Missing Links in Odisha
Daily Archives

March 1, 2023

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ୧୦…

ଓଏଲ୍‌ ବ୍ୟୁରୋ: ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ…

କଙ୍ଗାରୁ ସ୍ପିନରଙ୍କ ଜାଲରେ ଫଶିଲେ…

ଓଏଲ୍‌ ବ୍ୟୁରୋ: ଇନ୍ଦୋରେ ଖେଳଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚରେ ଟିମ୍‌ ଇଣ୍ଡିଆର ନୈରାଶ୍ୟଜନକ ପ୍ରଦର୍ଶନ। ଭାରତୀୟ ଦଳ ପ୍ରଥମ ଇନିଂସରେ ମାତ୍ର ୧୦୯ ରନ୍‌ କରି ସମସ୍ତ ଓ୍ବିକେଟ ହରାଇଛି। କଙ୍ଗାରୁ ସ୍ପିନରଙ୍କ ଜାଲରେ ପୁରା ଭାରତୀୟ ଦଳ ଫସିଥିଲା। ଯାହାଫଳରେ ପ୍ରଥମ ଦିନରେ ହିଁ ୩୩…

ମାର୍ଚ୍ଚ ପହିଲାରୁ ମହଙ୍ଗା ମାଡ଼

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ପହିଲାରୁ ଜନସାଧାରଣଙ୍କୁ ମହଙ୍ଗା ମାଡ଼। ହୋଲି ପୂର୍ବରୁ ଜନତାଙ୍କ ଉପରେ ଲାଗିଲା ମହଙ୍ଗା ରଙ୍ଗ। କାରଣ ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଛି। ୧୪.୨ କେଜିର ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ହୋଇଥିବାବେଳେ କମର୍ସିଆଲ ଗ୍ୟାସ ଦର ଲମ୍ବା ଡିଆଁ…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ ପ୍ରଦୀପ ଜେନା। ନିକଟରେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ।ଧାରଣ ପ୍ରଶାସନ ବିଭାଗରୁ ଏ ସଂପର୍କିତ ବିଜ୍ଞପ୍ତି ମଧ୍ୟ ଆଗରୁ ପ୍ରକାଶ ପାଇଛି। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ୍ ଡେଭଲପେଣ୍ଟ କମିଶନର…

ଆଜିଠୁ ଯୁକ୍ତ ୨ ପରୀକ୍ଷା, କପି ରୋକିବା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା। ଚଳିତଥର ୧୧୪୫ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ସାଢେ଼ ୩ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ। ମୋଟ ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଆଜି ପରୀକ୍ଷାର ପ୍ରଥମ ଦିନରେ ବିଜ୍ଞାନ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେବେ।…

୩ୟ ଟେଷ୍ଟ: ପ୍ରଥମେ ବ୍ୟାଟିଂ କରିବ ଟିମ୍‌…

ଓଏଲ୍‌ ବ୍ୟୁରୋ: ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ଇନ୍ଦୋରରେ ଖେଳାଯାଉଛି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଦଳ ପ୍ରଥମେ ବୋଲିଂ କରିବ। ସେହିପରି ଦୁଇଟି ପରିବର୍ତ୍ତନ ସହ ପଡ଼ିଆକୁ ଓହ୍ଲାଇଛି…