Odisha Link
Bridging the Missing Links in Odisha
Daily Archives

March 10, 2023

ଚାଲିଛି ମାଟ୍ରିକ ପରୀକ୍ଷା: ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଚଳିତଥର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ହେଉଛି ପରୀକ୍ଷା। ଆଜି ପ୍ରଥମ ଦିନରେ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ) ପରୀକ୍ଷା ଶେଷ ହୋଇଛି। ପରୀକ୍ଷା ଚାଲିଥିବା ସମୟରେ ଭୁବନେଶ୍ୱର ଡୁମଡୁମା…

ବିଧାନସଭା: ଗୃହ ୧୧ଟା ୩୦ ଯାଏଁ ମୁଲତବୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଆଜି ହେଉଛି ପ୍ରଥମ ଦିନ। ଗୃହ ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଯାହାରିଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି। ଆଜି ବିଧାନସଭାର ପ୍ରଶ୍ନକାଳ ଆରମ୍ଭ ହେଉ ହେଉ…

ସୋଆ କୃଷି ମହାବିଦ୍ୟାଳୟର ଦୁଇ ଦିନିଆ…

ଭୁବନେଶ୍ୱର: ସୋଆ ଅଧିନସ୍ଥ କୃଷି ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକଲଚରାଲ ସାଇନ୍‌ସେସ୍‌ (ଆଇଏଏସ୍‌)ର ବାର୍ଷିକ ମହୋତ୍ସବ ‘ଅନ୍ନ’ ମାର୍ଚ୍ଚ ୯ ଓ ୧୦ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉତ୍ସବର ସଫଳତା କାମନା କରିବା ସହ ପ୍ରଥମ…

ଜୈବିକ ପଦ୍ଧତିରେ ଆଦିବାସୀ କରୁଛନ୍ତି ଫୁଲ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ବର୍ଗର ଚାଷୀମାନଙ୍କ ଜୀବିକାକୁ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ପ୍ରକାରର ପନିପରିବା ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। ସେଥିମଧ୍ୟରେ ଫୁଲ କୋବି ହେଉଛି ଏକ ପ୍ରମୁଖ ଚାଷ। ଆଦିବାସୀ ଚାଷୀମାନେ ଏହାକୁ ଜୈବିକ ପଦ୍ଧତିରେ କରୁଥିବାରୁ ବଜାରରେ ଏହି ଫୁଲ କୋବିର ଭଲ…