Odisha Link
Bridging the Missing Links in Odisha
Daily Archives

March 15, 2023

ଶିକ୍ଷାର ଗୁଣବତା ବୃଦ୍ଧିକୁ ନେଇ ସୋଆ ଏବଂ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ୍‌ ମ୍ୟାନେଜମେଣ୍ଟ ଏବଂ କଟକ ସ୍ଥିତ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଇନ୍‌ଟର୍ଣ୍ଣସିପ୍‌ର ସୁଯୋଗ, ଫ୍ୟାକଲ୍ଟି ଏବଂ ଷ୍ଟାଫ୍‌ ଡେଭଲପମେଣ୍ଟ କାର୍ଯ୍ୟକ୍ରମ ଏବଂ ପାଠ୍ୟକ୍ରମର…

ଏଚ୩ଏନ୨ ଭୂତାଣୁ ଡର, କାଲିଠୁ ମାର୍ଚ୍ଚ ୨୬…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ଡରାଇବାରେ ଲାଗିଛି ଏଚ୍‌୩ଏନ୍‌୨ ଭୂତାଣୁ। ବିଗତ କିଛିଦିନ ହେବ ଦେଶରେ ଏଚ୩ଏନ୍୨ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବର୍ତ୍ତମାନ ସୁଦ୍ଧା ୭ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ଏହାକୁ ନଜରରେ ରଖି ସରକାର ଦେଶବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ମଧ୍ୟ…

ରାଜ୍ୟରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି…

ଓଏଲ୍‌ ବ୍ୟୁରୋ: ବିଧାନସଭା ଜାରି ରହିଛି ଅଧିବେଶନ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭାରେ ଆଲୋଚନା ଚାଲିଥିବାବେଳେ ଗୃହରେ ବିଦ୍ୟାଳୟକୁ ନେଇ ଉତ୍ତର ରଖିଥିଲେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ। ଗୃହରେ ଉତ୍ତର ରଖି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଯେ ରାଜ୍ୟରେ ବିପଦପୂର୍ଣ୍ଣ…

ଜଙ୍ଗଲରୁ ଠାବ ହେଲା ହାତୀର ମୃତଦେହ

ଓଏଲ୍‌ ବ୍ୟୁରୋ: ଆଉ ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଭଞ୍ଜନଗର ଘୁମୁସର ବନଖଣ୍ଡ ମୁଜାଗଡ଼ ବନାଞ୍ଚଳ ତିଲିକି ଗାଁରେ ଏକ ହାତୀର ମୃତଦେହ ଠାବ ହୋଇଛି। ଘଟଣା ସ୍ଥଳରେ ବନ ବିଭାଗର ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହାତୀର ମୃତଦେହରେ କ୍ଷତ ଚିହ୍ନ ଥିବାରୁ ଦୁଇ ହାତୀ ମଧ୍ୟରେ ଲଢେଇ…

ପୁଣିଥରେ ବିଧାନସଭାରେ ଉଠିଲା ବିଧାୟକଙ୍କ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଜାରି ରହିଛି ଅଧିବେଶନ। ବିଭିନ୍ନ ପ୍ରସଙ୍ଗ ମଧ୍ୟରେ ବିଧାୟକଙ୍କ ଦରମାକୁ ନେଇ ପ୍ରସଙ୍ଗ ହୋଇଛି। ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ସବୁ କମିଟି ରିପୋର୍ଟ ଦେଲା ପରେ ମଧ୍ୟ ସରକାର…

ଆନ୍ଦୋଳନକୁ ସ୍ଥଗିତ ରଖିଲେ ପ୍ରାଥମିକ…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ଦାବି ନେଇ ସ୍ୱର ଉତ୍ତୋଳନ କରିଛି ପ୍ରାଥମିକ ଶିକ୍ଷକ ସଂଘ। ଯାହାକୁ ନେଇ ଧାରଣା ଦେବାକୁ ଅନୁମତି ମାଗିଥିଲେ ଶିକ୍ଷକ ସଙ୍ଘ। ହେଲେ ଧାରଣା ଦେବାକୁ ଅନୁମତି ମିଳିନଥିଲା। ବିନା ଅନୁମତିରେ ଆନ୍ଦୋଳନକୁ ଓଲ୍ହାଇଥିଲେ ଶିକ୍ଷକ ସଙ୍ଘ। ତେବେ ଏହି ଆନ୍ଦୋଳନକୁ ପ୍ରାଥମିକ ଶିକ୍ଷକ ସଂଘ…

ଶିକ୍ଷକ ଆନ୍ଦୋଳନ ପାଇଁ ଅନୁମତି ନଦେବା…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭାରେ ଜାରି ରହିଛି ଅଧିବେଶନ। ବିଧାନସଭା ଅଧିବେଶନର ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଏବଂ ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ ଉଠାଇଛନ୍ତି। ସରକାର ସେମାନଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି ନରସିଂହ…

ଆଜି ବି ଇମ୍ରାନ୍‌ ଖାନଙ୍କୁ ଗିରଫ…

ଓଏଲ୍‌ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଗିରଫକୁ ନେଇ ଚାଲିଛି ଛକପଞ୍ଝା। କୋର୍ଟ ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବା ସତ୍ତ୍ୱେ ପୁଲିସ ତାଙ୍କୁ ଗିରଫ କରିବାକୁ ତାଙ୍କ ଘର ଆଗରେ ଡେରା ଜମାଇଛି। ଏହାରି ଭିତରେ ଇମ୍ରାନଙ୍କ ସମର୍ଥକ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି।…

ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁଙ୍କୁ…

ଓଏଲ୍‌ ବ୍ୟୁରୋ : ବହୁଚର୍ଚ୍ଚିତ ବ୍ଲାକମେଲ କୁଇନ ଅର୍ଚ୍ଚନା ନାଗ ମାମଲାକୁ ନେଇ ହାଇକୋର୍ଟ ଦେଇଥିବା ନିର୍ଦେଶ ସାମ୍ନାକୁ ଆସିଛି। ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ। ଜଗବନ୍ଧୁଙ୍କ ନାଁରେ ୩ଟି ମାମଲା ରହିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ସର୍ତ୍ତମୂଳକ ଜାମିନ…

‘ପାଣ୍ଡବ ତ ନ୍ୟାୟ ଧର୍ମରେ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଜାରି ରହିଛି ଅଧିବେଶନ। ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଚାଲିଛି ଆଲୋଚନା। ତେବେ ଏହାରି ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ତ୍ତୃହରିଙ୍କୁ ପ୍ରଶଂସା କରିବା ଏବଂ ବିଜେଡି ତାଙ୍କୁ ଅବହେଳା କରିବା ପ୍ରସଙ୍ଗକୁ ନେଇ ବିବାଦ ସୃଷ୍ଟି ହୋଇଛି। ଧର୍ମେନ୍ଦ୍ର ଏବଂ…