Odisha Link
Bridging the Missing Links in Odisha
Daily Archives

March 23, 2023

ଦୋଷୀ ସାବ୍ୟସ୍ତ ହେଲେ ରାହୁଲ ଗାନ୍ଧି

ଓଏଲ୍‌ ବ୍ୟୁରୋ: ମୋଦି ଉପନାମକୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ମାମଲା ସାମ୍ନାକୁ ଆସିଛି। ଆଜି ରାୟ ଶୁଣାଇଛନ୍ତି ସୁରତ ଜିଲ୍ଲା ନ୍ୟାୟାଳୟ। ଦାଏର ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ରାହୁଲ ଗାନ୍ଧିଙ୍କ ବିରୋଧରେ ରୁଜୁ ହୋଇଥିଲା ଅପରାଧିକ…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ:…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭାରେ ଜାରି ରହିଛି ଅଧିବେଶନ। ଗୃହରେ ଶାସକ-ବିରୋଧୀ ଦଳଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ତେବେ ଆଜି ପ୍ରଶ୍ନକାଳରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିଥିବା ସୂଚନା ମିଳିଛି। ଗୃହର ମଧ୍ୟଭାଗରେ ବିଜେପି ଓ…

ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କିଛି ଦିନ ହେବ ପଶ୍ଚିମଝଡ଼ର ପ୍ରଭାବ ଦେଖିବାକୁ ମିଳିଥିଲା। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ପବନ ଅନୁଭୂତ ହେଉଥିଲା। ତେବେ କିଛି ସମୟ ବ୍ୟବଧାନ ପରେ ପୁଣି ଆଜିଠାରୁ ପଶ୍ଚିମାଝଡର ପ୍ରଭାବରେ ରାଜ୍ୟବ୍ୟାପି ବର୍ଷା ସମ୍ଭାବନା ରହିଛି।…

ମୁଖ୍ୟମନ୍ତ୍ରୀ ଓ ଭୂପେନ୍ଦର ଯାଦବଙ୍କୁ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହାତୀ ଓ ବନ୍ୟପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ହାତୀ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ହସ୍ତକ୍ଷେପ କରିବା ତଥା ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ…

ଯୋଗାଣ ମନ୍ତ୍ରୀଙ୍କ ସରକାରୀ ବାସଭବନ…

ଓଏଲ୍‌ ବ୍ୟୁରୋ: ଚାଷ ବଞ୍ଚାଅ,ଚାଷୀ ବଞ୍ଚାଅ, ଦେଶ ବଞ୍ଚାଅ ନାରା ଦେଇ ବିକ୍ଷୋଭ କରୁଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ। ଏନେଇ ରାଜ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ। ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟମାନେ ଯୋଗାଣ ମନ୍ତ୍ରୀ…

ଆରପାରିରେ ଅଭିନେତା ସୋମଦତ୍ତ ଦାସ

ଭୁବନେଶ୍ବର: ଓଲିଉଡ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର। ମାସକ ତଳେ ଭେଟେରାନ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ ହୋଇଥିବା ବେଳେ ଜଣାଶୁଣା ଅଭିନେତା ସୋମଦତ୍ତ ଦାସଙ୍କ ପରଲୋକ ହୋଇଛି। ହୃଦଘାତରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ସହୀଦନଗର ବାସ ଭବନରେ…

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ବର: ଗତକାଲି ଶ୍ରୀମନ୍ଦିର ଯାଇ ମହାବାହୁଙ୍କ ଦର୍ଶନ କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ…

ଓଡ଼ିଶାର ମାଗୁଣି ଚରଣ କୁଅଁରଙ୍କୁ…

ନୂଆଦିଲ୍ଲୀ: ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦୬ ଜଣ ପଦ୍ମ ପୁରସ୍କୃତଙ୍କ ମଧ୍ୟରୁ ୫୪ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଗତ ଜାନୁଆରୀ ୨୬ ତାରିଖରେ ଏହି ପୁରସ୍କାର ଘୋଷଣା କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ…