ବଢ଼ିବ ରାଜନୈତିକ ଉଷ୍ମତା
ଓଏଲ୍ ବ୍ୟୁରୋ: ଏକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସାଂସଦ ପଦ ହରାଇଥିବା ରାହୁଲ ଗାନ୍ଧୀଙ୍କୁ ନେଇ ଏବେ ପୂରା ଦେଶରେ ଚର୍ଚ୍ଚା। ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବାରୁ ଏବେ ବିରୋଧୀ ଏକ ହୋଇଯାଇଛନ୍ତି। ସେମାନେ କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ବିରୋଧରେ…