Odisha Link
Bridging the Missing Links in Odisha
Daily Archives

March 31, 2023

ଆଜିଠୁ ଆଇପିଏଲ ମହାସମର, ଦେଖିବାକୁ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍) ମହାସମର । ଆଇପିଏଲର ୧୬ ତମ ସଂସ୍କରଣର ପ୍ରଥମ ମ୍ୟାଚ୍‌ ଦୁଇ ଗୁରୁ ଶିଷ୍ୟ ତଥା ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି -ଭବିଷ୍ୟତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଲଢ଼େଇରୁ ଆରମ୍ଭ ହେବ। ହାର୍ଦିକ ପାଣ୍ଡ୍ୟାଙ୍କ…

ଦୟାନଦୀ କୂଳରୁ ମିଳିଲା ନିଖୋଜ ନାବାଳକଙ୍କ…

ଓଏଲ୍‌ ବ୍ୟୁରୋ: ଦୟାନଦୀ ନେଲା ଜୀବନ। ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଦୟା ନଦୀରେ ଭାସି ଯାଇଥିବା ନାବାଳକଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର ହୋଇଛି। ଅଗ୍ନିଶମ ଟିମ୍ ଦ୍ୱାରା ଉଦ୍ଧାର କରାଯାଇଛି। ଉଦ୍ଧାର ପାଇଁ ସକାଳୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା।…

କେନାଲକୁ ଖସିଲା ବରଯାତ୍ରୀ ଗାଡ଼ି, ୭ ମୃତ

ଓଏଲ୍‌ ବ୍ୟୁରୋ : ସମ୍ବଲପୁରରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ କେନାଲକୁ ଖସି ବରଯାତ୍ରୀ ଗାଡି ଦୁର୍ଘଟଣାର ସମ୍ମୁଖୀନ ହେବା ଦ୍ୱାରା ୭ ଜଣଙ୍କର ମୃତ୍ୟୁ ହୋଇଛି। ଆହତ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି…