Odisha Link
Bridging the Missing Links in Odisha
Monthly Archives

March 2023

ଝାରସୁଗୁଡା ଉପ-ନିର୍ବାଚନରେ ବିଜେଡିରୁ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ ପ୍ରକ୍ରିୟା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ତେବେ ଏହାରି ମଧ୍ୟରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ…

ଗୃହରେ ଉପସ୍ଥାପିତ ୩ ବିଲ୍‌କୁ…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ପ୍ରସଙ୍ଗକୁ ନେଇ ଜାରି ରହିଛି ବିଧାନସଭା ଅଧିବେଶନ। ଗୃହରେ ବିରୋଧୀଦଳ-ଶାସକଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ବିଧାନସଭାରେ ଉପସ୍ଥାପିତ ୩ ବିଲ୍‌କୁ ପ୍ରତ୍ୟାହାର କଲେ ସରକାର। ଗତ ୨୨ରେ ଗୃହରେ ୩ ବିଲ୍‌ ଆଗତ କରିଥିଲେ ହେଲେ ଆଜି…

ପୁଣି ଚିନ୍ତା ବଢ଼ାଇଲାଣି କରୋନା, ୩ ହଜାର…

ଓଏଲ୍‌ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଚିନ୍ତା। ପୁଣି ଡ଼ରାଇଲାଣି କରୋନା ମହାମାରୀ। କିଛି ମାସର ବ୍ୟବଧାନ ପରେ ଧୀରେଧୀରେ ଦେଶର ଦୈନିକ ସଂକ୍ରମଣ ମାମଲା ବଢ଼ିବା ଆରମ୍ଭ ହେଲାଣି। ଏବେ ଦୈନିକ ସଂକ୍ରମଣ ସଂଖ୍ୟା ୩ ହଜାର ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୩୦୯୫ ଜଣଙ୍କ ନୂଆ କରୋନା ରୋଗୀ ଚିହ୍ନଟ…

ମହାନଦୀ ଜଳ ବିବାଦକୁ ନେଇ ଗୃହରେ…

ଓଏଲ୍‌ ବ୍ୟୁରୋ : ବିଭିନ୍ନ ପ୍ରସଙ୍ଗକୁ ନେଇ ଜାରି ରହିଛି ବିଧାନସଭା ଅଧିବେଶନ। ଗୃହରେ ବିରୋଧୀଦଳ-ଶାସକଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ତେବେ ଆଜି ସମସ୍ତ ପ୍ରସଙ୍ଗ ମଧ୍ୟରେ ମହାନଦୀ ଜଳ ବିବାଦ ନେଇ ଗୃହରେ ବିବୃତି ରଖିଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ।…

କୋଟିଆ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ପ୍ରସଙ୍ଗକୁ ନେଇ ଜାରି ରହିଛି ବିଧାନସଭା ଅଧିବେଶନ। ଗୃହରେ ବିରୋଧୀଦଳ-ଶାସକଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ତେବେ ଆଜି ସମସ୍ତ ପ୍ରସଙ୍ଗ ମଧ୍ୟରେ ଜାଲ୍ ସାର୍ଟିଫିକେଟ ଓ କୋଟିଆକୁ ନେଇ ବିଧାନସଭା ସରଗରମ ହୋଇଛି। ଉଭୟ ପ୍ରସଙ୍ଗକୁ ନେଇ…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ,…

ଓଏଲ୍‌ ବ୍ୟୁରୋ : ବିଭିନ୍ନ ପ୍ରସଙ୍ଗକୁ ନେଇ ଜାରି ରହିଛି ବିଧାନସଭା ଅଧିବେଶନ। ଗୃହରେ ବିରୋଧୀଦଳ-ଶାସକଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ତେବେ ଆଜି ସମସ୍ତ ପ୍ରସଙ୍ଗ ମଧ୍ୟରେ ଜାଲ୍ ସାର୍ଟିଫିକେଟ ଓ କୋଟିଆକୁ ନେଇ ବିଧାନସଭା ସରଗରମ ହୋଇଛି। ଉଭୟ ପ୍ରସଙ୍ଗକୁ ନେଇ…

ଛାତରୁ ପଡ଼ି ଡାକ୍ତରୀ ଛାତ୍ର ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲାରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଥିଲା। ଫକୀର ମୋହନ ମେଡିକାଲ କଲେଜର ଜଣେ ୩ୟ ବର୍ଷରେ ପଢ଼ୁଥିବା ଛାତ୍ରଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲ ନିକଟ କୋଠାରୁ ପଡ଼ି ମେଡିକାଲ ଛାତ୍ରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ତେବେ ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ…

ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି…

ଓଏଲ୍‌ ବ୍ୟୁରୋ: ରାଜ୍ୟବାସୀଙ୍କୁ ଭିଜାଇଛି ପଶ୍ଚିମା ଝଡ଼। ଆହୁରି ମଧ୍ୟ ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ। ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।…

ଆଇପିଏଲ୍‌ ୨୦୨୩: ପ୍ରଥମ ମ୍ୟଚରେ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍) ମହାସମର । ଆଇପିଏଲର ୧୬ ତମ ସଂସ୍କରଣର ପ୍ରଥମ ମ୍ୟାଚ୍‌ ଦୁଇ ଗୁରୁ ଶିଷ୍ୟ ତଥା ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି -ଭବିଷ୍ୟତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଲଢ଼େଇରୁ ଆରମ୍ଭ ହେବ। ହାର୍ଦିକ ପାଣ୍ଡ୍ୟାଙ୍କ…

ଛାତରୁ ପଡ଼ି ମେଡିକାଲ ଛାତ୍ରଙ୍କ ମୃତ୍ୟୁ

ଓଏଲ୍‌ ବ୍ୟୁରୋ : ବାଲେଶ୍ବର ଜିଲ୍ଲାରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଫକୀର ମୋହନ ମେଡିକାଲ କଲେଜର ଜଣେ ୩ୟ ବର୍ଷରେ ପଢ଼ୁଥିବା ଛାତ୍ରଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲ ନିକଟ କୋଠାରୁ ପଡ଼ି ମେଡିକାଲ ଛାତ୍ରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ତେବେ ଏଭଳି ଘଟଣା ଗତ ରାତିରେ ବାଲେଶ୍ୱର ଜିଲ୍ଲା…