Odisha Link
Bridging the Missing Links in Odisha
Monthly Archives

March 2023

ଆଜିଠୁ ଆଇପିଏଲ ମହାସମର, ଦେଖିବାକୁ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍) ମହାସମର । ଆଇପିଏଲର ୧୬ ତମ ସଂସ୍କରଣର ପ୍ରଥମ ମ୍ୟାଚ୍‌ ଦୁଇ ଗୁରୁ ଶିଷ୍ୟ ତଥା ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି -ଭବିଷ୍ୟତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଲଢ଼େଇରୁ ଆରମ୍ଭ ହେବ। ହାର୍ଦିକ ପାଣ୍ଡ୍ୟାଙ୍କ…

ଦୟାନଦୀ କୂଳରୁ ମିଳିଲା ନିଖୋଜ ନାବାଳକଙ୍କ…

ଓଏଲ୍‌ ବ୍ୟୁରୋ: ଦୟାନଦୀ ନେଲା ଜୀବନ। ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଦୟା ନଦୀରେ ଭାସି ଯାଇଥିବା ନାବାଳକଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର ହୋଇଛି। ଅଗ୍ନିଶମ ଟିମ୍ ଦ୍ୱାରା ଉଦ୍ଧାର କରାଯାଇଛି। ଉଦ୍ଧାର ପାଇଁ ସକାଳୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା।…

କେନାଲକୁ ଖସିଲା ବରଯାତ୍ରୀ ଗାଡ଼ି, ୭ ମୃତ

ଓଏଲ୍‌ ବ୍ୟୁରୋ : ସମ୍ବଲପୁରରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ କେନାଲକୁ ଖସି ବରଯାତ୍ରୀ ଗାଡି ଦୁର୍ଘଟଣାର ସମ୍ମୁଖୀନ ହେବା ଦ୍ୱାରା ୭ ଜଣଙ୍କର ମୃତ୍ୟୁ ହୋଇଛି। ଆହତ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି…

ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନର…

ଓଏଲ୍‌ ବ୍ୟୁରୋ: ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନର ଶୁଭାରମ୍ଭ ହୋଇଯାଇଛି। କଟକ ଷ୍ଟେସନରେ ଟ୍ରେନ ଚଳାଚଳ ଶୁଭାରମ୍ଭ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି କାର୍ଯ୍ୟକ୍ରମରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାରବାଟୀ ବିଧାୟକ ଓ ଧାମନଗର ବିଧାୟକ ଉପସ୍ଥିତ ଥିଲେ। ତେବେ ଏହି ରେଳ ଷ୍ଟେସନ…

ନିଜର ରାଜନୈତିକ ଏଜେଣ୍ଡା ପାଇଁ ଓଡ଼ିଶାକୁ…

ଓଏଲ୍‌ ବ୍ୟୁରୋ: ଝାରସୁଗୁଡ଼ାର ୧୫ ବର୍ଷୀୟ ନାବାଳକ ଅପହରଣ ଓ ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଡା ପ୍ରତିକ୍ରିୟା ରଖିଥିଲେ। କେନ୍ଦ୍ରମନ୍ତ୍ରୀ ଟୁଇଟ ମାଧ୍ୟମରେ ନିଜର ପ୍ରତିକ୍ରିୟା ରଖିବା ପରେ ଏହାର ଜବାବ ରଖିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଧର୍ମେନ୍ଦ୍ରଙ୍କୁ ଭାଇ ବୋଲି…

‘ମୋଦି ସାଙ୍ଗିଆ’କୁ ନେଇ…

ଓଏଲ୍‌ ବ୍ୟୁରୋ : ରାହୁଲ ଗାନ୍ଧୀଙ୍କ ମୋଦି ସାଙ୍ଗିଆ ମନ୍ତବ୍ୟକୁ ନେଇ ପୁଣି ଚର୍ଚ୍ଚା। ଆଇପିଏଲ ବା ଇଣ୍ଡିଆନ ପ୍ରିମିୟର ଲିଗର ପୂର୍ବତନ ମୁଖ୍ୟ ଲଳିତ ମୋଦୀ କହିଛନ୍ତି କି ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଇଥିବା ଟିପ୍ପଣୀ ବିରୋଧରେ ବ୍ରିଟେନ କୋର୍ଟରେ ମାମଲା ଦାଖଲ କରିବେ। ରାହୁଲ ଗାନ୍ଧୀ ତାଙ୍କ…

୫ ମାସ ତଳେ ନିଖୋଜ ହୋଇଥିବା ଯୁବକଙ୍କ…

ଓଏଲ୍‌ ବ୍ୟୁରୋ : ପରଜଙ୍ଗ ଥାନା ଅନ୍ତର୍ଗତ ଏକ ଗ୍ରାମରେ କିଛି ମାସ ତଳେ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଖବର ସାମ୍ନାକୁ ଆସିଥିଲା। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ପୁଲିସ ତଦନ୍ତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗିରଫ ପରେ ପୁଲିସ ୨ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା…

କ୍ୟାମେରାରେ କଏଦ୍ ହେଲା ନୂଆପଡ଼ାରେ…

ଓଏଲ୍‌ ବ୍ୟୁରୋ : ନୂଆପଡ଼ାରେ ବାଘ ଭୟରେ ଗ୍ରାମବାସୀ। ନୂଆପଡ଼ା କ୍ୟାମେରାରେ କଏଦ୍ ହେଲା ଆତଙ୍କ ସୃଷ୍ଟି କରିଥିବା ବାଘ। ଜଣେ ବୃଦ୍ଧାଙ୍କୁ ବାଘ ମାରିବା ପରେ ଗାଁରେ ୧୩ଟି କ୍ୟାମେରା ଲଗାଯାଇଥିଲା। ମଣିଷଖିଆ କଲରାପତରିଆ ବନବିଭାଗ ଟ୍ରାପ୍ କ୍ୟାମେରାରେ କଏଦ୍ ହୋଇଛି। ଜଳମଡ଼ାଇ ଗାଁରେ ଲଗାଯାଇଥିବା…

ରାଜ୍ୟର ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା…

ଓଏଲ୍‌ ବ୍ୟୁରୋ: ରାଜ୍ୟବାସୀଙ୍କୁ ଭିଜାଇଛି ପଶ୍ଚିମା ଝଡ଼। ଆହୁରି ମଧ୍ୟ ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ। ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ…

ନାଗରିକଙ୍କ ସୁରକ୍ଷା ପାଇଁ ଆଇନ ଓ…

ଓଏଲ୍‌ ବ୍ୟୁରୋ: ଝାରସୁଗୁଡ଼ାର ୧୫ ବର୍ଷୀୟ ନାବାଳକ ଅପହରଣ ଓ ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଡା ପ୍ରତିକ୍ରିୟା। ଟ୍ବିଟ କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ଇଏ ହିଁ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ବାସ୍ତବତା। ନବ ଦାସ ହତ୍ୟାକୁ ୨ ମାସ ନ ପୁରୁଣୁ ନାବାଳକ ସମର୍ଥର ହତ୍ୟା…