Odisha Link
Bridging the Missing Links in Odisha
Daily Archives

April 1, 2023

ଆଜି ଜେଲରୁ ମୁକୁଳିବେ ନବଜୋତ ସିଂହ…

ଓଏଲ୍‌ ବ୍ୟୁରୋ: ଆଜି ପଟିଆଲା ଜେଲରୁ ମୁକୁଳିବେ ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଦଣ୍ଡିତ ହୋଇ ଜେଲରେ ଥିଲେ। କୋର୍ଟ ତାଙ୍କୁ ବର୍ଷକ ପାଇଁ ଜେଲଦଣ୍ଡ ଦେଇଥିବା ବେଳେ ଆଜି ସେ ଖଲାସ ହେବାକୁ ଯାଉଛନ୍ତି। ସିଦ୍ଧୁଙ୍କ ଟ୍ୱିଟର ଆକାଉଣ୍ଟରୁ ଏପରି ଟ୍ୱିଟ…

ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ,…

ଓଏଲ୍‌ ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଯାତ୍ରା କରିବା ହେବ ସହଜ। ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ। ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟିକେଟ୍ ବୁକିଂର ଶୁଭାରମ୍ଭ କରିବେ। ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାକୁ ଭେଟି ସ୍ବରୂପ ଆଜିଠୁ ଟିକେଟ…

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ…

ଓଏଲ୍‌ ବ୍ୟୁରୋ: ଉତ୍କଳ ଦିବସ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ। ସେ ପ୍ରତ୍ୟୁଷରେ କଟକ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରିବା ସହ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ…

ଆଜି ଉତ୍କଳ ଦିବସ, ଓଡ଼ିଶାର ବରପୁତ୍ର…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟର ଗର୍ବ ଆଉ ଗୌରବର ଦିନ। ଆଜି ସ୍ୱତନ୍ତ୍ରତା ତଥା ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ପ୍ରତି ଓଡ଼ିଆର ପ୍ରିୟ ଦିନ ଉତ୍କଳ ଦିବସ। ୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ।…