Odisha Link
Bridging the Missing Links in Odisha
Daily Archives

April 14, 2023

ଭାରତୀୟ ବଜାରରେ ଉପସ୍ଥିତି ବିନା କୌଣସି…

ଓଏଲ୍‌ ବ୍ୟୁରୋ: ଭାରତୀୟ ବଜାରରେ ଉପସ୍ଥିତି ବିନା କୌଣସି ଶିଳ୍ପସଂସ୍ଥାର ଅଭିବୃଦ୍ଧି ସମ୍ଭବ ନୁହେଁ। ଫିକି ସଭାପତି ତଥା ଇଣ୍ଡିଆନ୍ ମେଟାଲ ଏଣ୍ଡ ଫେରୋ ଆଲଏଜ୍ (ଇମ୍ଫା) ପରିଚାଳନା ନିର୍ଦ୍ଦେଶକ(ଏମଡି) ଶୁଭ୍ରକାନ୍ତ ପଣ୍ଡା କହିଛନ୍ତି। ନିକଟରେ ଫିକି ଏବଂ ୟୁଏସ-ଇଣ୍ଡିଆ ଷ୍ଟ୍ର।ଟେଜିକ ଫୋରମ ଦ୍ୱାରା ଆୟୋଜିତ…

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ରିକ୍ଟର…

ଓଏଲ୍‌ ବ୍ୟୁରୋ: ଭୂକଂପରେ ଥରିଲା ଜାଭା। ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଅନୁଭୂତ ହୋଇଥିବା ଜଣା ପଡିଛି। ଇଣ୍ଡୋନେସିଆର ଜାଭାରେ ଏହି ବଡଧରଣର ଭୂକମ୍ପ ଅନୁଭୂତ ହୋଇଛି। ଜାଭାରେ ହୋଇଥିବା ଏହି ବଡଧରଣର ଭୂକଂପର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ରେକର୍ଡ କରାଯାଇଛି। ଇଣ୍ଡୋନେସିଆର ଜାଭାରେ ହୋଇଥିବା ଏହି…

ଝାରସୁଗୁଡ଼ା ଉପନିର୍ବାଚନରେ ସାଧାରଣ ଜନତା…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ତେବେ ଉପ-ନିର୍ବାଚନ ପାଇଁ ପ୍ରଥମେ ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା…

ଅଡୁଆରେ ଶ୍ରମମନ୍ତ୍ରୀ, ନିର୍ଯାତନା…

ଓଏଲ୍‌ ବ୍ୟୁରୋ: ବିବାଦରେ ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ। ପୋଲସରା ବିଧାୟକଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ହୋଇଥିବା ସାମ୍ନାକୁ ଆସିଛି। ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ଘଟଣା ନେଇ ମହିଳା ଥାନାରେ ଅଭିଯୋଗ…

ଦୁର୍ନୀତି ଅଭିଯୋଗର ପ୍ରମାଣ ଦିଅନ୍ତୁ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ। ଆଜି ଓଡ଼ିଶାରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ନିଜର ପ୍ରତିକ୍ରିୟା ରଖିଥିଲେ। ଓଡ଼ିଶାରେ ଆବାସ ବଣ୍ଟନକୁ ନେଇ ଆପତ୍ତି ଉଠାଇ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂ କହିଥିଲେ ଯେ,…

ବିଶ୍ୱରେ ରେକର୍ଡ ସୃଷ୍ଟି କଲା ଓଡ଼ିଶା,…

ଓଏଲ୍‌ ବ୍ୟୁରୋ: ପ୍ରଚଣ୍ଡ ଖରାରରେ ସିଝୁଛି ସାରା ରାଜ୍ୟ। ଆଜି ବି ସାରା ରାଜ୍ୟରେ କଲବଲ କରୁଛି ତାତି। ଅସହ୍ୟ ଗରମ ସହ ରାସ୍ତାଘାଟ ଖାଁ ଖାଁ। ୨ଦିନ ମଧ୍ୟରେ ୩ରୁ ୫ଡିଗ୍ରୀ ଯାଏଁ ତାପମାତ୍ରା ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୨ଦିନ ପାଇଁ ହିଟ୍ ୱେଭ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୮ଟି…

ବିଜେପି ନେତାଙ୍କ ହିନ୍ଦୀ, ଇଂରାଜୀ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଓ ହନୁମାନ ଜୟନ୍ତୀ। ଏହି ଅବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଆ…

ପୁଣି କାୟା ବିସ୍ତାର କଲାଣି କରୋନା…

ଓଏଲ୍‌ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଦେଶବାସୀଙ୍କ ଚିନ୍ତା। ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ପୁଣି ୧୦ ହଜାର ଉପରେ ଦେଶରେ କରୋନା ସଂକ୍ରମଣ। ଗତକାଲି ୧୦ ହଜାରୁୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୧୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଗିରିରାଜ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ। ଆଜି ଓଡ଼ିଶାରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଜର ପ୍ରତିକ୍ରିୟା ମାଧ୍ୟମରେ ଓଡ଼ିଶାରେ ଆବାସ ବଣ୍ଟନର ଯାଞ୍ଚ ହେବ ବୋଲି କହିଛନ୍ତି। ଓଡ଼ିଶାରେ ଆବାସ ବଣ୍ଟନକୁ…

ବେଳାଭୂମିରେ ଓଡ଼ିଆ ନବବର୍ଷର ଅଭିନନ୍ଦନ

ଓଏଲ୍‌ ବ୍ୟୁରୋ: ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ। ହିନ୍ଦୁ ପରମ୍ପରାରେ ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବବର୍ଷ ରୂପରେ ପାଳନ କରାଯାଏ। ଏହି ଦିନ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଆଜି ବର୍ଷର ପ୍ରଥମଦିନ ହୋଇଥିବାରୁ ଆଜିର ଦିନକୁ ନବବର୍ଷ ବୋଲି ଧରାଯାଏ। ପୁରୀ ବେଳାଭୂମିରେ ଓଡ଼ିଆ ନବ ବର୍ଷ…