Odisha Link
Bridging the Missing Links in Odisha

ଭୂକମ୍ପରେ ଥରିଲା ନ୍ୟୁଜିଲାଣ୍ଡ, ରିକ୍ଟର ସ୍କେଲରେ ତୀବ୍ରତା ୭.୨ ରେକର୍ଡ

ଏହି ବଡଧରଣର ଭୂକଂପରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ

ଓଏଲ୍‌ ବ୍ୟୁରୋ: ଭୂକମ୍ପରେ ଥରିଲା ନ୍ୟୁଜିଲାଣ୍ଡ। ନ୍ୟୁଜିଲାଣ୍ଡରେ ବଡ଼ ଧରଣର ଭୂମିକମ୍ପ ହୋଇଛି ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୭.୨ ରେକର୍ଡ କରାଯାଇଛି। ନ୍ୟୁଜିଲାଣ୍ଡରେ ହୋଇଥିବା ଏହି ବଡଧରଣର ଭୂକଂପରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ସୂଚନା ଅନୁସାରେ, ଗତ ଏପ୍ରିଲ ୧୪ରେ ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଅନୁଭୂତ ହୋଇଥିବା ଜଣା ପଡିଥିଲା। ଇଣ୍ଡୋନେସିଆର ଜାଭାରେ ଏହି ବଡଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଜାଭାରେ ହୋଇଥିବା ଏହି ବଡଧରଣର ଭୂକଂପର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ରେକର୍ଡ କରାଯାଇଥିଲା।

Leave A Reply

Your email address will not be published.