Odisha Link
Bridging the Missing Links in Odisha

ଜଗା ଦର୍ଶନ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡିଶା ଗସ୍ତରେ ଆସିଥିଲେ।

ଓଏଲ୍‌ ବ୍ୟୁରୋ: ଗତକାଲିରୁ ଓଡ଼ିଶା ଆସିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ। ଓଡିଶା ଗସ୍ତରେ ଆସି ଜଗାଦର୍ଶନ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ମହାପ୍ରଭୁଙ୍କ ଦର୍ଶନ ପାଇଁ ପତ୍ନୀଙ୍କ ସହ ଶ୍ରୀମନ୍ଦିର ଗଲେ। ଗତକାଲିରୁ ଓଡ଼ିଶାରେ ଅଛନ୍ତି ଝାରଖଣ୍ଡ ମୁଖ୍ୟମନ୍ତ୍ରୀ। ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡିଶା ଗସ୍ତରେ ଆସିଥିଲେ। ମମତା ବାନାର୍ଜୀ ଓଡିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

Leave A Reply

Your email address will not be published.