ଠକ ତାନ୍ତ୍ରିକର ଫିଟିପାରେ ଗୁମର, ଆଜିଠୁ…
ଓଏଲ୍ ବ୍ୟୁରୋ: କଟକରେ ଗୁଣିଗାରେଡି ଓ ତନ୍ତ୍ର ସାଧନା ନାଁରେ ଠକେଇ ହୋଇଥିବା ଘଟଣା ସାମ୍ନାକୁ ଆସିଥିଲା। ଅଭିଯୁକ୍ତକୁ ଗିରଫ କରିଥିଲା ପୁଲିସ। ପୁଲିସ ଅଭିଯୁକ୍ତକୁ ଗିରଫ କରିବା ପରେ ତଦନ୍ତ ଆରମ୍ଭ କରିଛି। ଅଧିକ ତଦନ୍ତ ଅଭିଯୁକ୍ତକୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା ପୁଲିସ। ତେବେ…