ସଜେଇ ହୋଇଛି ମୟୂରଭଞ୍ଜ, ନିଜ ଜନ୍ମମାଟିକୁ…
ଓଏଲ୍ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି ମହାମହିମ। ରାଷ୍ଟ୍ରପତି ହେବା ପରେ ପ୍ରଥମଥର ରାଇରଙ୍ଗପୁର ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ମହାମହିମଙ୍କ ଗସ୍ତକୁ ନେଇ ସଜେଇ ହୋଇଛି ତାଙ୍କ ନିଜ ଗାଁ ମାଟି। ମାଟି ରାସ୍ତାକୁ ପିଚୁ କରାଯାଇଛି, ବଦଳିଯାଇଛି ଗାଁର ରୂପରେଖ। ଗାଁ ଦାଣ୍ଡ କାନ୍ଥକୁ ରଙ୍ଗ କରାଯାଇ…