Odisha Link
Bridging the Missing Links in Odisha
Daily Archives

May 18, 2023

ଦିନରେ ଅସହ୍ୟ ତାତି, ରାଜ୍ୟର କିଛି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ୪ରୁ ୫ ଦିନ ପାଇଁ ପାରଦ ଉପରମୁହାଁ ରହିବ।…

ଓଡ଼ିଶାରେ ଖୁବଶୀଘ୍ର ଗଡ଼ିବ ବନ୍ଦେ…

ଓଏଲ୍‌ ବ୍ୟୁରୋ: ବହୁଦିନର ପ୍ରତୀକ୍ଷାର ହେବ ଅନ୍ତ। ପ୍ରଥମଥର ପାଇଁ ଓଡ଼ିଶାରେ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି…

କର୍ଣ୍ଣାଟକରେ କିଏ ପାଇବ ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: କିଏ ହେବ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ! କାହା ନାଁରେ ବାଜିବ ମୋହର? ଏଭଳି ଅନେକ ପ୍ରଶ୍ନ ନେଇ ସରଗରମ କର୍ଣ୍ଣାଟକ ରାଜନୀତି। ଗୋଟେ ପଟେ ସଭାପତି ଡି.କେ ଶିବକୁମାର ଓ ଅନ୍ୟପଟେ ବରିଷ୍ଠ ନେତା ସିଦ୍ଦରମୈୟା। କର୍ଣ୍ଣାଟକରେ କିଏ ହେବ ମୁଖ୍ୟମନ୍ତ୍ରୀ ତାହାକୁ ନେଇ ଏବେ ପର୍ଯ୍ୟନ୍ତ ବିଧିବଦ୍ଧ…

ମାଟ୍ରିକ୍ ରେଜଲ୍ଟ; ଛାତ୍ରଙ୍କୁ ପଛରେ…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ। ଚଳିତ ବର୍ଷ ପାସ୍ ହାର ୯୬ ପ୍ରତିଶତରୁ ଅଧିକ। ପୁଣି ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ। ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ରହିଛି ପାସ୍ ହାର। ଏପଟେ ଛାତ୍ରଙ୍କ ପାସ୍ ଅଛି ୯୫.୭୫ ପ୍ରତିଶତ।…

କେନ୍ଦ୍ର କ୍ୟାବିନେଟରେ ବଡ଼ ଧରଣର ଅଦଳବଦଳ,…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର କ୍ୟାବିନେଟରେ ବଡ଼ ଧରଣର ଅଦଳବଦଳ ହୋଇଥିବା ଖବର ସାମ୍ନାକୁ ଆସିଛି। ଆଇନ୍‌ ମନ୍ତ୍ରୀ କିରନ ରିଜ୍ଜୁଙ୍କ ଜାଗା ନେଲେ ଅର୍ଜୁନ ରାମ ମେଘଓ୍ବାଲ। ବର୍ତ୍ତମାନ କିରେନ ରିଜ୍ଜୁଙ୍କୁ ଆଇନ ମନ୍ତ୍ରାଳୟରୁ ହଟାଯାଇ ଭୂବିଜ୍ଞାନ ମନ୍ତ୍ରଣାଳୟ ଦାଇତ୍ୱ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ପାସ୍…

ଓଏଲ୍‌ ବ୍ୟୁରୋ: ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଖୁବଶୀଘ୍ର ଓଡ଼ିଶା ବୋର୍ଡର ୱେବସାଇଟରେ ଉପଲବ୍ଧ ହେବ ଏହି ରେଜଲ୍ଟ। କଟକ ବୋର୍ଡ କାର୍ଯ୍ୟାଳୟରେ…

ଆସନ୍ତାକାଲି ସାବିତ୍ରୀ ଓଷା, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପବିତ୍ର ସାବିତ୍ରୀ ବ୍ରତ। ନାରୀ ମାନଙ୍କ ପାଇଁ ଏହି ବ୍ରତ ଏକ ଶ୍ରେଷ୍ଠ ଓ ପ୍ରିୟ ବ୍ରତ। ପ୍ରତି ବର୍ଷ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରାଯାଏ। ପୁରାଣ ଅନୁସାରେ ଏହି ଦିନରେ ପ୍ରତ୍ୟେକ ସଧବାନାରୀ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି।…

ପ୍ରତୀକ୍ଷାର ଅନ୍ତ, ଆଜିଠୁ ପୁରୀରୁ ଗଡ଼ିବ…

ଓଏଲ୍‌ ବ୍ୟୁରୋ: ବହୁଦିନର ପ୍ରତୀକ୍ଷାର ହେବ ଅନ୍ତ। ପ୍ରଥମଥର ପାଇଁ ଓଡ଼ିଶାରେ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ…

ଆଉ କିଛି ସମୟ ପରେ ପ୍ରକାଶ ପାଇବ ମାଟ୍ରିକ…

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି। ଆଜି ପୂର୍ବାହ୍ନ ୧୦ଟା ସମୟରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ମାଟ୍ରିକ ଫଳାଫଳ ପାଇବେ…