Odisha Link
Bridging the Missing Links in Odisha
Daily Archives

May 24, 2023

‘ଭତ୍ତା ଟଙ୍କା’ ରାଜନୀତି

ଓଏଲ୍‌ ବ୍ୟୁରୋ: ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ, ବିଧବା ଓ ନିରାଶ୍ରୟଙ୍କୁ ଦିଆଯାଉଥିବା ସାମାଜିକ ସୁରକ୍ଷା ଭତ୍ତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଏହି ଚିଠି ଲେଖିବା ପରେ ଓଡ଼ିଶା ରାଜନୀତିରେ ଭତ୍ତା ଟଙ୍କାକୁ ନେଇ ଜୋରଦାର…

ନୂଆ ସଂସଦ ଭବନ ଉଦଘାଟନୀ କାର୍ଯ୍ୟକ୍ରମରେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର ପ୍ରସ୍ତୁତି…

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…

ଓଏଲ୍‌ ବ୍ୟୁରୋ: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏନେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ ଅଶୋକ ପଣ୍ଡା। ମଧୁବାବୁ ପେନସନ ଯୋଜନାରେ ୧୪ ହଜାର ୭୧୯ ଜଣ ଅସହାୟ ଓ ସ୍ୱାମୀ ପରିତ୍ୟକ୍ତା ମହିଳା, ୧୪୬୮…

ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ…

ଓଏଲ୍‌ ବ୍ୟୁରୋ: ଗତ ମେ' ୧୮ ପ୍ରକାଶ ପାଇଥିଲା ମାଟ୍ରିକ୍ ରେଜଲ୍ଟ। ଚଳିତ ବର୍ଷ ପାସ୍ ହାର ୯୬ ପ୍ରତିଶତରୁ ଅଧିକ। ପୁଣି ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ। ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି। ତେବେ ପୂର୍ବ ଭଳି ଗୋଟେ…

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା, ଆଉ…

ଓଏଲ୍‌ ବ୍ୟୁରୋ: ମାଟ୍ରିକ ପରୀକ୍ଷାକୁ ନେଇ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା। ଏନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଥିବାବେଳେ ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ବର୍ତମାନ ଆଉ ହେବନାହିଁ…

ଛତିଶଗଡ ପର୍ଯ୍ୟଟକଙ୍କୁ ମାଡ଼ ମାରିବା…

ଓଏଲ୍‌ ବ୍ୟୁରୋ: ଗତକାଲି ଅପରାହ୍ଣରେ ମୁଣ୍ଡଳି ଟୋଲ୍ ଗେଟରେ ତୀର୍ଥ ଯାତ୍ରା ଶେଷ କରି ଛତିଶଗଡ଼ ଯାଉଥିଲା ବସ। ହେଲେ ସାମାନ୍ୟ କେତେ ତାଙ୍କ ଟୋଲ୍ ଗେଟ୍ କର୍ମଚାରୀ ତୀର୍ଥଯାତ୍ରୀଙ୍କୁ ଠେଙ୍ଗାରେ ଗୋଡାଇ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ସରକାର ପଦକ୍ଷେପ ନେଇଛନ୍ତି। ପରବର୍ତୀ ନିର୍ଦ୍ଦେଶ…

ସୁଶାନ୍ତ ସିଂଙ୍କର ଜ୍ୟୋତିର୍ବିଦ ହେବାର…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଯାହାକୁ ନେଇ ଆରମ୍ଭ ହୋଇଗଲାଣି ରାଜନୈତିକ ଅଙ୍କକଷା। ଏହାରି ମଧ୍ୟରେ ବିଜେଡି ନେତା ସୁଶାନ୍ତ ସିଂ ପଶ୍ଚିମ ଓଡ଼ିଶାରେ ବିଜେଡି ୫ରୁ ୫ ଲୋକସଭା ଓ ୩୧ରୁ ଅଧିକ ବିଧାନସଭା ଆସନରେ ଜିତିବ ବୋଲି ଦମ୍ଭୋକ୍ତି ରଖିଥିଲେ, ଯାହାକୁ ନେଇ ତାଙ୍କୁ ଟାର୍ଗେଟ କରିଛି…

ଗାଁରେ ଗଡ଼ିବ ‘ମୋ ବସ’,…

ଓଏଲ୍‌ ବ୍ୟୁରୋ: ଗ୍ରାମାଞ୍ଚଳରେ ପରିବହନର ସୁବିଧା ପାଇଁ ଗଡ଼ିବ ମୋ ବସ୍। ବ୍ଲକରୁ ପଞ୍ଚାୟତକୁ ଚାଲିବ ମୋ ବସ। ଲକ୍ଷ୍ମୀ ସ୍କିମରେ ଗାଁରେ ଗଡିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ…

ତାତିରୁ ନାହିଁ ନିସ୍ତାର, ସମ୍ବଲପୁରରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ଦିନ ସାଢ଼େ ୧୧ ସୁଦ୍ଧା ଭୁବନେଶ୍ବର…

ସ୍କୁଟିକୁ ଧକ୍କା ଦେଲା ରାଜ୍ୟସଭା…

ଓଏଲ୍‌ ବ୍ୟୁରୋ: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ତମିଆଁ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ବଲାଙ୍ଗିର ସାଂସଦ ନିରଞ୍ଜନ ବିଶିଙ୍କ କାର୍‌ ଧକ୍କାରେ ହୋଇଛି। ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡି ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସମୟରେ ନିଜେ ସାଂସଦ…