Odisha Link
Bridging the Missing Links in Odisha
Daily Archives

May 25, 2023

ନୟାଗଡ଼ରେ ବେଆଇନ୍ ଖଣି କାରବାର ମାମଲା:…

ଓଏଲ୍‌ ବ୍ୟୁରୋ: ନୟାଗଡ଼ ରଣପୁର ମୟୂରଝାଲିଆରେ ହେଉଥିବା ବେଆଇନ୍ ଖଣି କାରବାର ଘଟଣା ସାମ୍ନାକୁ ଆସିଥିଲା। ଯାହାକୁ ନେଇ ଅଭିଯୋଗ ହୋଇଥିଲା। ତେବେ ମାମଲାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମାମଲାରେ ସମ୍ପୃକ୍ତ ୬ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ବେଆଇନ୍ ଖଣି କାରବାର ଘଟଣାରେ…

ତାତିରୁ ମିଳିବ ତ୍ରାହି, ଓଡ଼ିଶାର କିଛି…

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିବ ତ୍ରାହି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ପବନ ସମ୍ଭାବନା ରହିଛି। ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ,…

ଜଗା ଦର୍ଶନ କଲେ ମହାନଦୀ ଟ୍ରିବ୍ୟୁନାଲ୍…

ଓଏଲ୍‌ ବ୍ୟୁରୋ: ମହାନଦୀ ଜଳକୁ ନେଇ ଲାଗି ରହିଛି ବିବାଦ। ଛତିଶଗଡ ପରେ ଓଡ଼ିଶା ଗସ୍ତରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍। ମେ ୨୦ରୁ ମହାନଦୀ ଜଳର ସ୍ତିତି ଅନୁଧ୍ୟାନ ପାଇଁ ଓଡିଶା ଆସିଛନ୍ତି ମହାନଦୀ ଟ୍ରିବ୍ୟୁନାଲ ଟିମ୍। ତେବେ ଓଡ଼ିଶା ଗସ୍ତରେ ଆସି ଜଗା ଦର୍ଶନ କରିଛନ୍ତି ଟ୍ରିବୁନାଲ ଟିମ୍। ପୁରୀକୁ ୨ଦିନିଆ…

ଦିଲ୍ଲୀ-ଡେରାଡୁନ୍‌ ‘ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ-ଡେରାଡୁନ୍‌ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରାଖଣ୍ଡକୁ ଚଳାଚଳ କରିବାରେ ଏହା ହେଉଛି ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’। ଏହି ଟ୍ରେନ୍‌ ଲୋକମାନଙ୍କର ଯାତାୟାତ ସମୟ ହ୍ରାସ କରାଇବ ବୋଲି କୁହାଯାଉଛି। ପୂର୍ବରୁ…

ବିଜେଡିର ନିଷ୍ପତ୍ତି ଭଲ ନିଷ୍ପତ୍ତି,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର…

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀ ଘର ନ…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ବଣ୍ଟନ ନେଇ ରାଜ୍ୟ ସରକାରଙ୍କୁ ବିଜେପିର ୪ ପ୍ରଶ୍ନ। ସରକାରଙ୍କୁ ୪ଟି ପ୍ରଶ୍ନ ପଚାରିଲେ ବିଜେପି ସା. ସମ୍ପାଦକ ପୃଥ୍ବୀରାଜ। କେବେ ଗରିବ ଲୋକଙ୍କୁ ଘର ଦେବେ ତାରିଖ ଘୋଷଣା କରନ୍ତୁ ସରକାର। ତାଲିକାରୁ ସବୁ ଅଯୋଗ୍ୟଙ୍କ ନାମ ଉଚ୍ଛେଦ ନେଇ ସ୍ପଷ୍ଟ କରିବେ କି…

ରାଜ୍ୟରେ ଅସହ୍ୟ ହେଉଛି ଟାଣଖାର, ୪୫…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ରାଜ୍ୟରେ ଆହୁରି ୫ ଦିନ ଗ୍ରୀଷ୍ମକୋପ ରହିବ।…

ଆସନ୍ତା ୨୭ରେ ନିତି ଆୟୋଗର ସାଧାରଣ ପରିଷଦ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୭ରେ ନୂଆଦିଲ୍ଲୀରେ ନିତି ଆୟୋଗର ସାଧାରଣ ପରିଷଦ ବୈଠକ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାକୁ ସ୍ବତନ୍ତ୍ର ସହାୟତା ପ୍ରଦାନ କରିବା ପାଇଁ ଓଡ଼ିଶାର ପୂର୍ବ ଦାବିକୁ ମୁଖ୍ୟମନ୍ତ୍ରୀ ପୁନର୍ବାର ଦୋହରାଇବେ ବୋଲି ଆଶା କରାଯାଉଛି।…

ସାଂସଦଙ୍କ ଗାଡ଼ି ଧକ୍କାରେ ଯୁବକଙ୍କ…

ଓଏଲ୍‌ ବ୍ୟୁରୋ: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ତମିଆଁ ଛକ ନିକଟରେ ଗତକାଲି ଏକ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣା ବଲାଙ୍ଗିର ସାଂସଦ ନିରଞ୍ଜନ ବିଶିଙ୍କ କାର୍‌ ଧକ୍କାରେ ହୋଇଥିଲା। ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡି ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସମୟରେ…

ରାଜଧାନୀରେ ଚାଞ୍ଚଲ୍ୟ: ବାଣୀବିହାର…

ଓଏଲ୍‌ ବ୍ୟୁରୋ: ପୁଣି ଏକ ହୃଦୟ ବିଦାରକ ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଭୁବନେଶ୍ୱର ବାଣୀବିହାର କ୍ୟାମ୍ପସରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ବାଣୀବିହାର ସ୍ଥିତ ଜଗନ୍ନାଥ ମନ୍ଦିର ପଛପଟେ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତକଙ୍କ ନାଁ କାଳିଆ ବୋଲି ଜଣା ପଡିଛି।…