Odisha Link
Bridging the Missing Links in Odisha
Daily Archives

May 27, 2023

ନବ ଦାସ ହତ୍ୟାକାଣ୍ଡ: ଚାର୍ଜସିଟ ଦାଖଲ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୪ ମାସ। ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ଯାହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନବ ଦାସ ହତ୍ୟାକାଣ୍ଡ ଚାର୍ଜସିଟ ନେଇ ଗୃହ…

ପରଜଙ୍ଗ ତହସିଲଦାରଙ୍କୁ ଆକ୍ରମଣ ମାମଲା:…

ଓଏଲ୍‌ ବ୍ୟୁରୋ: କାମାକ୍ଷାନଗର ପରଜଙ୍ଗ ତହସିଲଦାରଙ୍କୁ ଆକ୍ରମଣ ମାମଲାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଏଥିସହ ସେମାନଙ୍କ ପାଖରୁ ୨ଟି ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରାଯାଇଛି। ଖବର ଅନୁସାରେ, ଗତକାଲି ମାଟି ମାଫିଆଙ୍କ ମାଡ଼ରେ ତହସିଲଦାରଙ୍କ ସମେତ ତହସିଲ ଅଫିସ୍ କିରାଣି ଓ…

ତାତିରୁ ମିଳିବ ତ୍ରାହି, ଆଉ ୫ ଦିନ…

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିବ ନିସ୍ତାର। କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା। ଗତକାଲି ରାଜଧାନୀରେ ମଧ୍ୟ ପ୍ରବଳ ବର୍ଷା ହୋଇଥିଲା। ବର୍ଷା କାରଣରୁ ତାତିରୁ ତ୍ରାହି ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ,…

କର୍ଣ୍ଣାଟକ ମନ୍ତ୍ରୀମଣ୍ଡଳ: ଶପଥ ନେଲେ ଆଉ…

ଓଏଲ୍‌ ବ୍ୟୁରୋ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ହୋଇଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ। ପୂର୍ବରୁ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶିବକୁମାରଙ୍କ ସହ ୧୦ ମନ୍ତ୍ରୀ ଶପଥ ନେଇଥିବାବେଳେ ଆଜି ଆଉ ୨୪ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। କର୍ଣ୍ଣାଟକ ସରକାରଙ୍କ…

ନବ ଦାସଙ୍କ ହତ୍ୟାକାଣ୍ଡର ପ୍ରକୃତ ତଦନ୍ତ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୪ ମାସ। ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ଯାହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଦାଖଲ…

ପାଖେଇ ଆସୁଛି ରଥଯାତ୍ରା, ରୁପାରେ ଛାଉଣୀ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ପାଇଁ ରଥକାର୍ଯ୍ୟ ଜୋରସୋର ଚାଲିଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ। ସିଂହଦ୍ବାର ରୁପା ଛାଉଣୀ କରିବାକୁ ମଧ୍ୟ…

ଉଦଘାଟିତ ହେବ ନୂଆ ସଂସଦ ଭବନ, ବିରୋଧୀଙ୍କ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ…

ନୀତି ଆୟୋଗ ବୈଠକ: ନାହାଁନ୍ତି ନବୀନ!

ଓଏଲ୍‌ ବ୍ୟୁରୋ: ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଲା ଏହି ବୈଠକ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ମିଳିଥିବାବେଳେ ବୈଠକରେ ତାଙ୍କୁ ଦେଖିବାକୁ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା…

ମହାନଦୀ ଜଳ ବିବାଦ: ଚିଲିକା ପରିଦର୍ଶନ…

ଓଏଲ୍‌ ବ୍ୟୁରୋ: ମହାନଦୀ ଜଳକୁ ନେଇ ଲାଗି ରହିଛି ବିବାଦ। ଛତିଶଗଡ ପରେ ଓଡ଼ିଶା ଗସ୍ତରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍। ମେ ୨୦ରୁ ମହାନଦୀ ଜଳର ସ୍ତିତି ଅନୁଧ୍ୟାନ ପାଇଁ ଓଡିଶା ଆସିଛନ୍ତି ମହାନଦୀ ଟ୍ରିବ୍ୟୁନାଲ ଟିମ୍। ବର୍ତମାନ ଚିଲିକା ଓ ମୁହାଣ ମୁହଁ ପରିଦର୍ଶନ କରିଛନ୍ତି ମହାନଦୀ ଟ୍ରିବ୍ୟୁନାଲ୍ ଟିମ୍।…

ମନମୁଣ୍ଡା ପୁଲିସକୁ ବଡ ସଫଳତା; ଜବତ ହେଲା…

ଓଏଲ୍‌ ବ୍ୟୁରୋ: ମନମୁଣ୍ଡା ପୁଲିସକୁ ବଡ ସଫଳତା। ଇନୋଭା ଗାଡ଼ିରୁ ଜବତ ହେଲା କୋଟିଏ ଟଙ୍କାର ଗଞ୍ଜେଇ। ପାଖାପାଖି କୋଟିଏ ଟଙ୍କାର ଗଞ୍ଜେଇ ଜବତ କରିବା ସହ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ମନମୁଣ୍ଡା ପୁଲିସ ହାତରେ ଧରାପଡ଼ିଲା ଗଂଜେଇ ମାଫିଆ। ଗିରଫ ଅଭିଯୁକ୍ତ ମଧ୍ୟ ପ୍ରଦେଶର ହରିଶ ଜାତୱର ବୋଲି ସୂଚନା…