Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡିଲା ମହଙ୍ଗା, ଗିରଫ ହେଲେ କରଞ୍ଜିଆ ତହସିଲଦାର

ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ।

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପଡିଥିବା ପୁଣି ଜଣେ ସରକାରୀ ବାବୁ ଗିରଫ ହୋଇଛନ୍ତି। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାରଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।

ତହସିଲଦାର ଚାର୍ଲସ ନାୟକଙ୍କ କରଞ୍ଜିଆ ବାସଭବନ, କରଞ୍ଜିଆ ତହସିଲ କାର୍ଯ୍ୟାଳୟ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ଚଢ଼ାଉ ହୋଇଥିବା ସୂଚନା ମିଳିଥିଲା। କରଞ୍ଜିଆ ତହସିଲ କାର୍ଯ୍ୟାଳୟ ପରିସରରେ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ଚଢ଼ଉ କରିଥିଲା। ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ।

Leave A Reply

Your email address will not be published.