Odisha Link
Bridging the Missing Links in Odisha
Daily Archives

May 30, 2023

ଜମ୍ମୁ-କାଶ୍ମୀରରେ ଅଘଟଣ: ପୋଲ ତଳକୁ ବସ୍…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କାଶ୍ମୀରରେ ଘଟିଥିବା ବଡ ଧରଣର ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଅମ୍ରିତସରରୁ କତାର ଯାଉଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ପାଖାପାଖି ୪୦ରୁ ଅଧିକ ଯାତ୍ରୀ ନେଇ ବସଟି ଯାଉଥିବା ସମୟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଯାଇଛି। ଅମ୍ରିତସରରୁ କତାର…

ନୂଆ ସଂସଦରେ ବନାନ ତ୍ରୁଟି, ଓଡ଼ିଆ…

ଭୁବନେଶ୍ବର: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଉଦ୍‌ଘାଟିତ ନୂଆ ସଂସଦ ଭବନରେ ଓଡ଼ିଆ ସହରର ନାମ ଭୁଲ ଲେଖାଯାଇଛି। ଏ ନେଇ କର୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଓଡ଼ିଆ ଲେଖକ ଶୁଭ୍ରାଂଶୁ ପଣ୍ଡା। ସେ ଟୁଇଟ୍‌ କରି ତ୍ରୁଟିର ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ଓ ଲୋକସଭା ବାଚସ୍ପତିଙ୍କୁ…

କାଲି ବାହାରିବ ରେଜଲ୍ଟ, ଆଜି ଝୁଲନ୍ତା…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଂଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ କୋଚିଂ ସେଣ୍ଟରରୁ ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣଙ୍କ ଢେଙ୍କାନାଳ କଲେଜର ଯୁକ୍ତ ଦୁଇ ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ଶୁଭ୍ରାଂଶୁ ପଣ୍ଡା। ତେବେ ମୃତ୍ୟୁ…

ପୁଣି ଅଡୁଆରେ ସିସୋଦିଆ, ଜାମିନ ଆବେଦନକୁ…

ଓଏଲ୍‌ ବ୍ୟୁରୋ: ପୁଣି ଅଡୁଆରେ ମନୀଷ ସିସୋଦିଆ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଡାହାଣହାତ କୁହାଯାଉଥିବା ମନିଷ ସିସୋଦିଆଙ୍କୁ ନେଇ ଦୀର୍ଘଦିନ ହେବ ଲାଗି ରହିଛି ଚର୍ଚ୍ଚା। ଦିଲ୍ଲୀ ଅବକାରୀ ନୀତି ମାମଲାରେ ଏବେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସିବିଆଇ ଓ ଇଡି…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ। ଏନେଇ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩୧ ତାରିଖ କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ପରବର୍ତ୍ତୀ…

ଲାଞ୍ଚ ନେବା ପଡିଲା ମହଙ୍ଗା, ଗିରଫ ହେଲେ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପଡିଥିବା ପୁଣି ଜଣେ ସରକାରୀ ବାବୁ ଗିରଫ ହୋଇଛନ୍ତି। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାରଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ତହସିଲଦାର ଚାର୍ଲସ ନାୟକଙ୍କ କରଞ୍ଜିଆ ବାସଭବନ, କରଞ୍ଜିଆ ତହସିଲ କାର୍ଯ୍ୟାଳୟ ଓ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ନୀତି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ପାଇଁ ରଥକାର୍ଯ୍ୟ ଜୋରସୋରରେ ଚାଲିଛି। ଚଳଚଞ୍ଚଳ ପୁରୀର ରଥଖଳା। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି। ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି। ରଥଯାତ୍ରା ଦିନ ସକାଳ ୯ଟା ୩୦ରେ ମହାପ୍ରଭୁଙ୍କ…