Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଘଟଗାଁ ତହସିଲ କାର୍ଯ୍ୟାଳୟର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ

ଜମି ପଟ୍ଟା କରାଇ ଦେବାକୁ ଲାଞ୍ଚ ନେଉଥିଲେ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା।

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲ କାର୍ଯ୍ୟାଳୟର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବାଶିଷଙ୍କୁ ଧରିଲା ଭିଜିଲାନ୍ସ ଟିମ। ଜମି ପଟ୍ଟା କରାଇ ଦେବାକୁ ଲାଞ୍ଚ ନେଉଥିଲେ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା।

Leave A Reply

Your email address will not be published.