Odisha Link
Bridging the Missing Links in Odisha

ଚଳଚଞ୍ଚଳ ବଡ଼ଦାଣ୍ଡ, ପାଖେଇ ଆସୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା

ରଥଯାତ୍ରା ଦିନ ସକାଳ ୯ଟା ୩୦ରେ ମହାପ୍ରଭୁଙ୍କ ପହଣ୍ଡି ସମୟ ସ୍ଥିର ହୋଇଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ।

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଚଳଚଞ୍ଚଳ ପୁରୀର ରଥଖଳା। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି। ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି। ରଥଯାତ୍ରା ଦିନ ସକାଳ ୯ଟା ୩୦ରେ ମହାପ୍ରଭୁଙ୍କ ପହଣ୍ଡି ସମୟ ସ୍ଥିର ହୋଇଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ।

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଶାସନ ଏବଂ ସେବାୟତ ମଧ୍ୟ ନିଜ ନିଜ କାମରେ ଲାଗିପଡିଛନ୍ତି। ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ। ମହାବାହୁ ଦର୍ଶନ ଦେବେ କୋଟି କୋଟି ଜନତାଙ୍କୁ। ଚାଲିଛି ରଥଯାତ୍ରା ପାଇଁ ପ୍ରସ୍ତୁତି। ଦାରୁମୂରତିଙ୍କୁ ଦେଖିବା ଆବାଳ, ବୃଦ୍ଧ, ବନିତାଙ୍କ ଜମିବ ଭିଡ।

Leave A Reply

Your email address will not be published.