Odisha Link
Bridging the Missing Links in Odisha
Daily Archives

June 5, 2023

ରେଳମନ୍ତ୍ରୀ ଇସ୍ତଫା ଦିଅନ୍ତୁ:…

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ବାହାନଗାରେ ଘଟିଥିବା ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ରେଳ ଦୁର୍ଘଟଣା ପରେ ଅନେକ ଯାତ୍ରୀ ନିଜର ଜୀବନ ହରାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି। ବାଲେଶ୍ୱରରେ କରମଣ୍ଡଳ…

ବରଗଡ଼ରେ ଲାଇନଚ୍ୟୁତ ହେଲା ମାଲବାହୀ…

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାରର ଘଟଣା ପରେ ଆଜି ବରଗଡ଼ରେ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିବା ଖବର ସାମ୍ନାକୁ ଆସିଛି। ମେଣ୍ଢାପାଲି ନିକଟରେ ୫ଟି ବଗି ଲାଇନଚ୍ୟୁତ୍‌ ହୋଇଛି। ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ଦୁର୍ଘଟଣା ହୋଇଛି। ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିଲା ମାଲବାହୀ ଟ୍ରେନ।…

ଆଜି ବିଶ୍ୱ ପରିବେଶ ଦିବସ, ଶିଳ୍ପୀଙ୍କ…

ଓଏଲ୍‌ ବ୍ୟୁରୋ: ଦ୍ରୁତ ଗତିରେ ପ୍ରଦୂଷିତ ହେବାରେ ଲାଗିଛି ଆମ ପରିବେଶ। ପରିବେଶ ପ୍ରଦୂଷିତ ହେବା ଦ୍ୱାରା ଜନସାଧାରଣ ଅନେକ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ପରିବେଶକୁ ସ୍ୱଚ୍ଛ ରଖିବା ଦିଗରେ ସମସ୍ତେ ଯତ୍ନବାନ ହେବା ଆବଶ୍ୟକ। ତେବେ ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ଏହି…

ସରିଲା ଟ୍ରାକ୍ ମରାମତି, ଗଡ଼ିଲା ଟ୍ରେନ୍

ଓଏଲ୍‌ ବ୍ୟୁରୋ: ଶେଷ ହେଲା ଟ୍ରାକ୍ ମରାମତି। ବାହାନଗାରେ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଟ୍ରାକରେ ଗଡ଼ିଛି ପାସେଞ୍ଜର ଟ୍ରେନ୍। ୫୧ ଘଣ୍ଟା ପରେ ଗଡି଼ଲା ପ୍ରଥମ ଯାତ୍ରୀବାହୀ ଟ୍ରେନ୍। ବାହାନଗା ରେଳ ଦୁର୍ଘଟଣାସ୍ଥଳର ଟ୍ରାକ ସଜଡ଼ା…

ବାହାନଗା ଟ୍ରେନ ଦୁର୍ଘଟଣା: ଯାତ୍ରୀଙ୍କୁ…

ଓଏଲ୍‌ ବ୍ୟୁରୋ: ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଥିବାରୁ କୋଲକାତାକୁ ମାଗଣା ବସ୍ ସେବା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ପୁରୀ, ଭୁବନେଶ୍ବର ଓ କଟକରୁ କୋଲକାତାକୁ ମାଗଣା ବସ୍ ଚାଲିବା ନେଇ ଘୋଷଣା କରିବା ପରେ ଯାତ୍ରୀଙ୍କୁ ନେଇ କୋଲକତା ଗଲା…