Odisha Link
Bridging the Missing Links in Odisha

ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ, ପୁଣି ବାଜିମାରିଲେ ଝିଅ

ଗତ ୩୧ ତାରିଖରେ ପ୍ରକାଶ ପାଇଥିଲା ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ।

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଛାତ୍ରଛାତ୍ରୀ ନିଜର ଫଳାଫଳ ଜାଣିବା ପାଇଁ orissaresults.nic.in କିମ୍ବା chseodisha.nic.in ୱେବସାଇଟରେ ଯାଇ ଚେକ କରିପାରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୩୧ ତାରିଖରେ ପ୍ରକାଶ ପାଇଥିଲା ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ।

ଖବର ଅନୁସାରେ, ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା। ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା। ରେଜଲ୍ଟ ପ୍ରକାଶ ପାଇବା ନେଇ ପୂର୍ବରୁ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ବିଧିବଦ୍ଧ ଭାବେ ଘୋଷଣା କରିଥିଲେ।

Leave A Reply

Your email address will not be published.