Odisha Link
Bridging the Missing Links in Odisha
Daily Archives

June 9, 2023

ଜୁନ୍‌ ୫ରେ ଶପଥ ନେଇଥିଲେ, ୯ରେ ବିଦା…

ଓଏଲ୍‌ ବ୍ୟୁରୋ: ଗତବର୍ଷ ଜୁନ୍‌ ମାସ ୫ ତାରିଖରେ ନୂଆକରି ମନ୍ତ୍ରୀ ଭାବେ ଦାୟିତ୍ବ ନେଇଥିଲେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ଠିକ୍‌ ବର୍ଷକ ପରେ ନବୀନଙ୍କ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ…

ପହିଲି ରଜରେ ହେବନି ବର୍ଷା! ରାଜ୍ୟର ୧୩…

ଓଏଲ୍‌ ବ୍ୟୁରୋ: ଗତକାଲି କାଳବୈଶାଖୀ ପରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଜିଠୁ ୧୪ ତାରିଖ ଯାଏଁ ୧୩ ଜିଲ୍ଲାକୁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। କାଲିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

୧୦ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କଲା…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଯାହାକୁ ନେଇ ଆରମ୍ଭ ହୋଇଯାଇଛି କଳ୍ପନାଜଳ୍ପନା। ଏହାରି ମଧ୍ୟରେ ବିଭିନ୍ନ ରାଜନୈତିକ ଦଳ ନିଜର ରାଜନୈତିକ ଗୋଟି ଚଳାଇବା ଆରମ୍ଭ କଲେଣି। ଏହାରି ମଧ୍ୟରେ ପିସିସି ଶୃଙ୍ଖଳା କମିଟି ପୁନଃଗଠନ କଲା ଏଆଇସିସି। ୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା…

ଅତି ଭୀଷଣ ବାତ୍ୟାର ରୂପ ନେଲା…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ବାତ୍ୟାରେ ପରିଣତ ହେଲା ‘ବିପର୍ଯ୍ୟୟ'। ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହେଉଛି ବାତ୍ୟା ‘ବିପର୍ଯ୍ୟୟ’। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଉତ୍ତର ଏବଂ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଗୋଆ, କର୍ଣ୍ଣାଟକ ଏବଂ…

ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍;…

ଓଏଲ୍‌ ବ୍ୟୁରୋ: ରାଉରକେଲାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ଜଣେ ମୃତ ଏବଂ ୧୦ରୁ ଅଧିକ ଆହତ ହୋଇଥିବା ଜଣା ପଡିଛି। ରାଉରକେଲାର ବିରିକେରା ଠାରେ ଘଟିଛି ଏହି ଦୁର୍ଘଟଣା। ଆହତ ମାନଙ୍କୁ ସରକାରୀ ଡ଼ାକ୍ତରଖାନାରେ ଭର୍ତି…

ରଥଯାତ୍ରାକୁ ଆଉ ରହିଲା ୧୧ ଦିନ,…

ଓଏଲ୍‌ ବ୍ୟୁରୋ: ରଥଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ରଥଖଳା। ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ରହିଲା ୧୧ ଦିନ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ୩ ରଥରେ ଚାଲିଛି ତାଗ ବାଡିଆ କାମ। ଏହା ସହ ପାର୍ଶ୍ବ ଦେବାଦେବୀଙ୍କୁ ରଙ୍ଗ ଦେବାରେ…

ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱରୁ ବାଦ୍…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ଦୁର୍ବଳ ପ୍ରଦର୍ଶନ ହେତୁ ମନ୍ତ୍ରିମଣ୍ଡଳରୁ ତାଙ୍କୁ ବାଦ୍ ଦିଆଯାଇଥିବା କୁହାଯାଉଛି। ତାଙ୍କ ସ୍ଥାନରେ ଅତିରିକ୍ତ ଦାୟିତ୍ୱ ନେଲେ ଅତନୁ ସବ୍ୟସାଚୀ। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ।…

ଦୁର୍ବଳ ପ୍ରଦର୍ଶନ ନେଲା ମନ୍ତ୍ରୀଙ୍କ ପଦ,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ଦୁର୍ବଳ ପ୍ରଦର୍ଶନ ହେତୁ ମନ୍ତ୍ରୀମଣ୍ଡଳରୁ ତାଙ୍କୁ ବାଦ ଦିଆଯାଇଥିବା କୁହାଯାଉଛି। ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

‘କାଳବୈଶାଖୀ ହେଲେ ବିଦ୍ୟୁତ୍…

ଓଏଲ୍‌ ବ୍ୟୁରୋ: ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ କରିଥିଲା। ଯାହା ପରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇ ଅନେକ ସମୟ ଧରି ବିଦ୍ୟୁତ କାଟ ହୋଇଥିଲା। ରାଜ୍ୟରେ ଅଘୋଷିତ ବିଦ୍ୟୁତ କାଟ ପ୍ରସଙ୍ଗରେ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଥିଲେ। ପରେ…

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି…

ଓଏଲ୍‌ ବ୍ୟୁରୋ: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମିଆଁମାର ଉପକୂଳରେ ସୃଷ୍ଟି ହୋଇଛି ଏହି ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା ଥିବା…