Odisha Link
Bridging the Missing Links in Odisha

ପହିଲି ରଜରେ ହେବନି ବର୍ଷା! ରାଜ୍ୟର ୧୩ ଜିଲ୍ଲାକୁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ

କାଲିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଓଏଲ୍‌ ବ୍ୟୁରୋ: ଗତକାଲି କାଳବୈଶାଖୀ ପରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଜିଠୁ ୧୪ ତାରିଖ ଯାଏଁ ୧୩ ଜିଲ୍ଲାକୁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। କାଲିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁରକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

କାଲିଠୁ ୧୪ ତାରିଖ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସୋନପୁର, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ମଧ୍ୟ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଯଦି ଏହି ଭଳି ଅସହ୍ୟ ତାତି ଅନୁଭୂତ ହୁଏ, ତେବେ ରଜରେ ମଧ୍ୟ ଗରମ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.