Odisha Link
Bridging the Missing Links in Odisha

ଅସହ୍ୟ ତାତି, ରାଜ୍ୟର ୧୩ ଜିଲ୍ଲାକୁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ

ଆଜିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଓଏଲ୍‌ ବ୍ୟୁରୋ: କାଳବୈଶାଖୀ ପରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଜିଠୁ ୧୪ ତାରିଖ ଯାଏଁ ୧୩ ଜିଲ୍ଲାକୁ ହିଟ୍‌ୱେଭ୍‌ ୱାର୍ଣ୍ଣିଂ ଜାରିକରଯାଇଛି। ଆଜିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁରକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ।

ଆଜିଠୁ ୧୪ ତାରିଖ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ। ସୋନପୁର, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ମଧ୍ୟ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଯଦି ଏହି ଭଳି ଅସହ୍ୟ ତାତି ଅନୁଭୂତ ହୁଏ, ତେବେ ରଜରେ ମଧ୍ୟ ଗରମ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.