Odisha Link
Bridging the Missing Links in Odisha
Daily Archives

June 13, 2023

ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି…

ଓଏଲ୍‌ ବ୍ୟୁରୋ: ବଡ଼ଦାଣ୍ଡକୁ ଆସିବେ ବଡ଼ଠାକୁର। ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ। ମହାବାହୁ ଦର୍ଶନ ଦେବେ କୋଟି କୋଟି ଜନତାଙ୍କୁ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି।…

ଗୁଜରାଟ ମୁହାଁ ବାତ୍ୟା, ମାଡ଼ି ଆସୁଛି…

ଓଏଲ୍‌ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ବିପର୍ଯ୍ୟୟ’। ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି। ଏହା ସହିତ ଗୁଜରାଟ ଉପକୂଳରେ ମାଡ଼ ହେବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି। ବାତ୍ୟା ମୁକାବିଲା ନେଇ…

ପଶ୍ଚିମ ଓଡ଼ିଶାରେ ଅସହ୍ୟ ତାତି,…

ଓଏଲ୍‌ ବ୍ୟୁରୋ: ତାତିରେ ଆଉଟୁପାଉଟୁ ହେଉଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରରେ ୪୪ ଓ ଝାରସୁଗୁଡାରେ ପାରା ୪୩.୪ ଡ଼ିଗ୍ରି ଛୁଇଁଲା ତାପମାତ୍ରା। ତେବେ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଜାରି ହୋଇଛି। ଅନ୍ୟପଟେ, ତାତିରେ…

ଢେଙ୍କାନାଳ ଟାଟା ଷ୍ଟିଲରେ ଅଘଟଣ, ୧୭…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳ କଣ୍ଟାବଣିଆ ଟାଟା ଷ୍ଟିଲରେ ଘଟିଥିବା ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି। ଢେଙ୍କାନାଳ ମେରାମଣ୍ଡଳି ସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ବ୍ଲାଷ୍ଟ ଫର୍ଣ୍ଣେସରୁ ହେଲା ଗ୍ୟାସ ଲିକ ହୋଇଥିବା କୁହାଯାଉଛି। ଷ୍ଟିମ୍ ପାଇପ୍ ଲାଇନ୍ ଫାଟି ୧୭ କର୍ମଚାରୀ ଗୁରୁତର। ସେମାନଙ୍କୁ ନିକଟସ୍ଥ…

ଜୁନ୍‌ ୨୧ରେ ଆନ୍ତର୍ଜାତିକ ଯୋଗ ଦିବସ,…

ଓଏଲ୍‌ ବ୍ୟୁରୋ: ଜୁନ ୨୧ ତାରିଖରେ ପାଳନ ହୁଏ ବିଶ୍ୱବ୍ୟାପୀ ଆନ୍ତର୍ଜାତିକ ଯୋଗ ଦିବସ। ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା। ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ…

ରାଜ୍ୟରେ ଏତେ କୋଇଲା ଓ ଜଳ ବିଦ୍ୟୁତ୍…

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତି ସମୟରେ ରାଜ୍ୟରେ ଅନେକ ସମୟ ଧରି ଅଘୋଷିତ ବିଦ୍ୟୁତ କାଟ ହେଉଛି। ଯାହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ଏନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, କିଛି ଦିନ ହେବ ବିଚିତ୍ର କଥା ଦେଖିବାକୁ ମିଳୁଛି।…

ଭୂକମ୍ପ ଝଟ୍‌କା, ଥରିଲା ଦିଲ୍ଲୀ ସମେତ…

ଓଏଲ୍‌ ବ୍ୟୁରୋ: ଭୂକମ୍ପରେ ଥରିଲା ଦିଲ୍ଲୀ ସମେତ ଉତ୍ତର ଭାରତର କିଛି ଅଞ୍ଚଳ। ମୋହାଲି, ପଞ୍ଚକୂଳ, ଜାମ୍ମୁ-କାଶ୍ମୀରରେ ମଧ୍ୟ ଭୂକମ୍ପର ଝଟ୍‌କା ଅନୁଭୂତ। ଏନସିଆର ସମେତ ପଞ୍ଜାବ, ଚଣ୍ଡିଗଡ଼ରେ ମୃଦୁ ଭୂକମ୍ପର ଝଟକା। ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ରେକର୍ଡ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି…

ଓଏଲ୍‌ ବ୍ୟୁରୋ: ରାଜ୍ୟର ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ରଜ ଭେଟି। ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା। ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ପ୍ରତିଶତକୁ ବୃଦ୍ଧି ହୋଇଛି। ବର୍ଦ୍ଧିତ ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବର୍ଦ୍ଧିତ ହୋଇଥିବା ଏହି ମହଙ୍ଗା ଭତ୍ତା ଜୁନ୍ ମାସ…

ଗୁଜରାଟ ମୁହାଁ ବାତ୍ୟା ‘ବିପର୍ଯ୍ୟୟ’,…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ରୂପ ନେଲା ‘ବିପର୍ଯ୍ୟୟ’। ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି। ଏହା ସହିତ ଗୁଜରାଟ ଉପକୂଳରେ ମାଡ଼ ହେବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି। ବାତ୍ୟା ମୁକାବିଲା ନେଇ କେନ୍ଦ୍ର, ରାଜ୍ୟ, ନାଭି, କୋଷ୍ଟ ଗାର୍ଡଙ୍କୁ…

ରଥଯାତ୍ରା ସୁରୁଖୁରୁରେ ଶେଷ କରିବାକୁ…

ଓଏଲ୍‌ ବ୍ୟୁରୋ: ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ। ମହାବାହୁ ଦର୍ଶନ ଦେବେ କୋଟି କୋଟି ଜନତାଙ୍କୁ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି। ରଥଯାତ୍ରା ପୂର୍ବରୁ ଆଜି…