Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କୁ ସଫଳତା: ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀ ନିପାତ

ସୀମା ପାର୍ ହୋଇ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର

ଓଏଲ୍‌ ବ୍ୟୁରୋ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଜମ୍ମୁକଶ୍ମୀର କୁପୱାରାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀ ନିପାତ। ଆତଙ୍କବାଦୀ ସୀମା ପାର୍ ହୋଇ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର କରିଥିଲେ ସୁରକ୍ଷାକର୍ମୀ। ଏହି ସମୟରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି।

Leave A Reply

Your email address will not be published.