Odisha Link
Bridging the Missing Links in Odisha

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଜାତୀୟ ଉଦ୍ୟାନ

ଜାତୀୟ ଉଦ୍ୟାନ ଶିମିଳିପାଳକୁ ପର୍ଯ୍ୟଟକଙ୍କୁ ପ୍ରବେଶ ନିଷେଦ୍ଧ

ଓଏଲ୍‌ ବ୍ୟୁରୋ: ଜାତୀୟ ଉଦ୍ୟାନ ଶିମିଳିପାଳକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆଜିଠୁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ରହିବ। ଜୁନ୍ ୧୬ ରୁ ସେପ୍ଟେମ୍ୱର ୧୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ ବୋଲି ସୂଚନା ରହିଛି। ଏହି ସମୟରେ ଜାତୀୟ ଉଦ୍ୟାନ ଶିମିଳିପାଳକୁ ପର୍ଯ୍ୟଟକଙ୍କୁ ପ୍ରବେଶ ନିଷେଦ୍ଧ କରାଯାଇଛି।

Leave A Reply

Your email address will not be published.