Odisha Link
Bridging the Missing Links in Odisha
Daily Archives

June 22, 2023

ବିଦେଶରେ ମୋଦି, ବିହାରରେ ବିରୋଧୀଙ୍କ…

ଓଏଲ୍‌ ବ୍ୟୁରୋ: ଲୋକସଭା ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଶାସକ ଭାରତୀୟ ଜନତା ପାର୍ଟି ପୁଣିଥରେ କିଭଳି କ୍ଷମତାକୁ ଆସିବ ସେନେଇ ରଣନୀତି ପ୍ରସ୍ତୁତ କରୁଥିବା ବେଳେ କେନ୍ଦ୍ରରୁ କିପରି ବିଜେପିକୁ ହଟାଯିବ ସେନେଇ ରଣନୀତି କରୁଛନ୍ତି ବିରୋଧି ଦଳ। ପ୍ରଥମ ଥର…

ମୋଦିଙ୍କ ଆମେରିକା ଗସ୍ତକୁ ବିଜେପି…

ଓଏଲ୍‌ ବ୍ୟୁରୋ: ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଏଥିର ଚାଇନା ପ୍ରସଙ୍ଗ ଉଠାଇ ନିଜ ସରକାରଙ୍କୁ ହିଁ ଘେରିଛନ୍ତି ସୁବ୍ରମଣ୍ୟମ ସ୍ବାମୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତକୁ ନେଇ…

ସରି ଆସୁଛି ଅବଧି, ଶୀଘ୍ର କରନ୍ତୁ ନିଜର…

ଓଏଲ୍‌ ବ୍ୟୁରୋ: ଭାରତୀୟ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଯଦି ପାନ୍ କାର୍ଡ ବ୍ୟବହାର କରୁଥିବା ବ୍ୟକ୍ତି ନିଜର ଆଧାର କାର୍ଡକୁ ପାନ କାର୍ଡ ସହ ଲିଙ୍କ ନକରନ୍ତି ତେବେ, ଅଚଳ ହୋଇପାରେ ପାନ୍ କାର୍ଡ। ପୂର୍ବରୁ ମାର୍ଚ୍ଚ ୩୧ ଯାଏଁ ଥିଲା ଏହାର ସମୟସୀମା। ଏହା ପରିବର୍ତନ…

ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ, ୨…

ଓଏଲ୍‌ ବ୍ୟୁରୋ: ବାଲେଶ୍ଵର ସ୍ତିତ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ। ୫ଟି ଉପକ୍ରମରେ ଏହାର ପୁନଃନିର୍ମାଣ କାର୍ଯ୍ୟ କରାଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି"ରୁ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ,…

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ବହିଲାଣି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଭୁବନେଶ୍ୱରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଦିନ ସାଢେ ୧୧ଟା…

୫ ଟଙ୍କାରେ ସୁଷମ ଖାଦ୍ୟ, ‘ଆହାର’…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟି'ରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର ପାଇଁ ୨୨୮.୭୬…

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ, ଆଗାମୀ…

ଓଏଲ୍‌ ବ୍ୟୁରୋ: ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ। ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, କୋରାପୁଟ, ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ଦୁଇଦିନ ମଧ୍ୟରେ ସାରା ଓଡ଼ିଶା…

ଉତ୍ତରାଖଣ୍ଡରେ ଅଘଟଣ: ସଡ଼କ ଦୁର୍ଘଟଣା…

ଓଏଲ୍‌ ବ୍ୟୁରୋ: ଉତ୍ତରାଖଣ୍ଡରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପିଥୋରାଗଡ ଜିଲ୍ଲାର ମୁନିସାରି ବ୍ଲକରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଗାଡି ଖାଲରେ ଖସିଯିବା ପରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ପୁଲିସ ଏବଂ ଏସ୍ଡିଆରଏଫ…

ତାତିରୁ ତ୍ରାହି, ରାଜ୍ୟକୁ ଅଗ୍ରସର ହେଲା…

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଏଯାଏଁ ମୌସୁମୀ ଛୁଇଁପାରିନି ଓଡ଼ିଶା। ତେବେ ମୌସୁମୀ କେବେ ଓଡ଼ିଶା ଛୁଇଁବ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବାବେଳେ ରାଜଧାନୀରେ ବର୍ଷା ହେବା ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଏକ ପ୍ରକାର ଅଗ୍ରସର ହୋଇଥିବା ଆଞ୍ଚଳିକ…

କଂଗ୍ରେସ ଏକ ଜାତୀୟ ଦଳ, ମତାନ୍ତର ରହିବା…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଶେଷ ହୋଇଛି। ଆଗାମୀ ନିର୍ବାଚନକୁ ନଜରରେ ରଖି ଆରମ୍ଭ ହୋଇଯାଇଛି ରାଜନୈତିକ ଚର୍ଚ୍ଚା। ଏହରି ମଧ୍ୟରେ କୋରାପୁଟ ଜିଲ୍ଲା କଂଗ୍ରେସ ସଭାପତି ହେବା ନେଇ…